Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ : ଦେଶରେ ଗତ 24 ଘଣ୍ଟାରେ 62 ହଜାର 212 ଆକ୍ରାନ୍ତ ଚିହ୍ନଟ, 837 ମୃତ
ଆଜିର ଖବର

କରୋନା ଅପଡେଟ୍‌ : ଦେଶରେ ଗତ 24 ଘଣ୍ଟାରେ 62 ହଜାର 212 ଆକ୍ରାନ୍ତ ଚିହ୍ନଟ, 837 ମୃତ

October 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :  ଗତ 24 ଘଣ୍ଟାରେ ଦେଶରେ 62 ହଜାର 212 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 837ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା 1 ଲକ୍ଷ 12 ହଜାର 998କୁ ବୃଦ୍ଧି ହୋଇଥିବାବେଳେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 74 ଲକ୍ଷ 32 ହଜାର 681କୁ ବୃଦ୍ଧି ହୋଇଛି । ଦେଶରେ ଏବେ ସୁଦ୍ଧା ମୋଟ୍‌ ଆକ୍ଟିଭ୍‌ କେସ୍‌ 7 ଲକ୍ଷ 95 ହଜାର 087 ରହିଥିବାବେଳେ ସର୍ବମୋଟ ସୁସ୍ଥଙ୍କ ସଂଖ୍ୟା 65 ଲକ୍ଷ 24 ହଜାର595ରେ ପହଞ୍ଚିଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କଠାରୁ ସୁସ୍ଥଙ୍କ ସଂଖ୍ୟା ଆଠଗୁଣ ଅଧିକ ରହିଛି । ସେହିପରି ସୁସ୍ଥ ହାର 7 ପ୍ରତିଶତ ରହିଛି । ଆଇସିଏମ୍‌ଆରର ସୂଚନା ଅନୁସାରେ ଅକ୍ଟୋବର 16 ତାରିଖ ସୁଦ୍ଧା ଦେଶରେ ମୋଟ୍‌ 9 କୋଟି 32 ଲକ୍ଷ ନମୁନା ପରୀକ୍ଷା କରାଯାଇଛି । ଗତକାଲି 10 ଲକ୍ଷ ନମୁନା ପରୀକ୍ଷା କରାଯାଇଛି । (ଏଜେନ୍ସି)

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026
Latest News

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.