Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବାଧୀନ ଭାବେ ଲଢିବେ ଅଭିନେତ୍ରୀ ସୁମାଲତା, ବିଜେପି ଦେବ ସମର୍ଥନ
ଆଜିର ଖବର

ସ୍ବାଧୀନ ଭାବେ ଲଢିବେ ଅଭିନେତ୍ରୀ ସୁମାଲତା, ବିଜେପି ଦେବ ସମର୍ଥନ

March 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sumalatha may contest ls polls as a indipendate candidate
sumalatha may contest ls polls as a indipendate candidate

କର୍ଣ୍ଣାଟକର ମାଣ୍ଡ୍ୟା ଲୋକସଭା ଆସନ ପାଇଁ ସ୍ବାଧୀନ ଭାବେ ନିର୍ବାଚନ ଲଢିବେ ଅଭିନେତ୍ରୀ ସୁମାଲତା। ତେବେ  ସୁମଲତାଙ୍କୁ ବିଜେପି ସମର୍ଥନ କରିବ ବୋଲି ଘୋଷଣା କରିଛି। ସୁମାଲତା ଦିବଙ୍ଗତ ନେତା ଏଚ୍‌ ଅମ୍ବରୀଶଙ୍କ ପତ୍ନୀ। କଂଗ୍ରେସ ତରଫରୁ ତାଙ୍କୁ ଟିକେଟ ନ ମିଳିବାରୁ ସେ ସ୍ବାଧୀନ ଭାବେ ସେହି ଆସନରୁ ଲଢିବେ ବୋଲି ସୂଚନା ଦେଇଛନ୍ତି। କଂଗ୍ରେସ ମାଣ୍ଡ୍ୟା ଲୋକସଭା ଆସନକୁ ସହଯୋଗୀ ପାର୍ଟି ଜେଡିଏସ୍‌କୁ ଦେଇଥିବାବେଳେ ଏହି ଆସନରୁ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ପୁତ୍ର ନିଖିଲ ପ୍ରାର୍ଥୀ ହୋଇଛନ୍ତି। ତେବେ ବିଜେପି ତା’ର ଆଶାୟୀ ପ୍ରାର୍ଥୀଙ୍କ ଲିଷ୍ଟ ଜାରି କରିସାରିଛି। ଏଥିରେ ପ୍ରାୟ ୨୮୬ଜଣଙ୍କ ନାମ ଘୋଷଣା କରାଯାଇଛି। ଆଉ ଅବଶିଷ୍ଟ ପ୍ରାର୍ଥୀ ତାଲିକା ବହୁତ ଶୀଘ୍ର ଘୋଷଣା କରାଯିବ ବୋଲି ବିଜେପି କହିଛି। ଚଳିତ ଥର ବିଜେପିର କିଛି ବରିଷ୍ଠ ନେତା ନିର୍ବାଚନରେ ଲଢିବେ ନାହିଁ ବୋଲି ସୂଚନା ରହିଛି। ସେମାନଙ୍କ ମଧ୍ୟରେ ରହିଛନ୍ତି କେନ୍ଦ୍ରୀୟ ମନ୍ତ୍ରୀ ସୁଷମା ସ୍ବରାଜ, ଉମା ଭାରତୀ, ପରେଶ୍‌ ରାଓ୍ବଲ୍, କଲରାଜ୍‌ ମିଶ୍ର ପ୍ରମୁଖ। ଚଳିତ ଥର ବିଜେପି କେତେକ ସାଂସଦଙ୍କ ଟିକେଟ ମଧ୍ୟ କାଟିଛି।

contests karnatak mpcandidate thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Latest News

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.