Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଫିସ ସିଲ୍‌ କରିବା ବେଆଇନ୍‌ : ଅପରାଜିତା
ଆଜିର ଖବର

ଅଫିସ ସିଲ୍‌ କରିବା ବେଆଇନ୍‌ : ଅପରାଜିତା

October 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ। ତାଙ୍କ କାର୍ଯ୍ୟାଳୟ ସିଳ୍‌ କରିବା ବିଏମ୍‌ସିର ବେଆଇନ ପଦକ୍ଷେପ ବୋଲି କହିଛନ୍ତି ଅପରାଜିତା । ତେବେ ଏଥିପାଇଁ ସେ ବିଏମସିକୁ ଦାୟୀ ନକରି ସରକାରଙ୍କୁ ଦାୟୀ କରିଛନ୍ତି । ଗୃହମନ୍ତ୍ରାଳୟର ଗାଇଡ୍‌ ଲାଇନ୍‌ ଉଲ୍ଲଂଘନ କରି ତାଙ୍କଅଫିସ୍‌ ସିଲ୍‌ କରାଯାଇଛି । ଅଫିସ ସିଲ ଯୋଗୁଁ ତାଙ୍କର ଆର୍ଥିକ କ୍ଷତି ଘଟିଛି, ସେ ମାନସିକ ନିର୍ଯ୍ୟାତନା ଭୋଗିଛନ୍ତି  । ଏନେଇ ସେ କୋର୍ଟ ଯିବା ପାଇଁ ଚିନ୍ତା କରୁଛନ୍ତି ବୋଲି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି  । ଅପରାଜିତା କହିଛନ୍ତିଯେ, ତାଙ୍କର ଅଫିସ ସିଲ କରିବା ସଂପୂର୍ଣ୍ଣ ବେଆଇନ  । ତାଙ୍କଅଫିସ୍‌ରେ କେହି କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ଆକ୍ରାନ୍ତ ଚିହ୍ନଟ ନ ହେବା ସତ୍ତ୍ବେ ପୂରା ଅଫିସ୍‌କୁ କିପରି ସିଲ୍‌ କରାଗଲା ବୋଲି ପ୍ରଶ୍ନପଚାରିଛନ୍ତି ଅପରାଜିତା ।ଏହା ହେଉଛି ସରକାରଙ୍କ ଆକ୍ରୋଶମୂଳକ ପଦକ୍ଷେପ । ଛବି ମଳିନ କରିବାକୁ ସରକାର ଚେଷ୍ଟା ଚଳାଇଛନ୍ତି ।  କୋଭିଡ଼ ମହାମାରୀ  ନେଇ ଯେଉଁ ଗାଇଡ଼ଲାଇନ ରହିଛି ଏହା ତାହାର ଉଲ୍ଳଂଘନ କରୁଛି  । ଏନେଇ ସେ ବିଏମସି କମିଶନରଙ୍କୁ ସେ ଚିଠି ଲେଖି ଅବଗତ କରାଇଛନ୍ତି  । ମହାରଥୀଙ୍କ ଶେଷଯାତ୍ରାରେ କୋଭିଡ୍‌ ଲାଇନ୍‌ର ଉଲ୍ଲଂଘନ ହୋଇଥିଲା କିନ୍ତୁ ସେହି ଘଟଣାରେ ସରକାର କୌଣସି ପଦକ୍ଷେପ ନେଇନାହାନ୍ତି । ସରକାର ପାତର ଅନ୍ତର ନୀତି ଆପଣାଉଛନ୍ତି, କହିବାର ନୈତିକତା କରାଇଛନ୍ତି ବୋଲି କହିଛନ୍ତି ଅପରାଜିତା । ତେବେ ସେ ଏନେଇ ସେ କୋର୍ଟଙ୍କ ଦ୍ବାରସ୍ଥ ହେବାକୁ ଚିନ୍ତା କରୁଛନ୍ତି ବୋଲି କହିଛନ୍ତି ଅପରାଜିତା ।

ଅପରାଜିତା ଷଡଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.