Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋଲିଲା ଅପରାଜିତାଙ୍କ ଅଫିସ୍‌
ଆଜିର ଖବର

ଖୋଲିଲା ଅପରାଜିତାଙ୍କ ଅଫିସ୍‌

October 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ସାଂସଦ ଅପରାଜିତାଙ୍କ କାର୍ଯ୍ୟାଳୟ ଖୋଲିଲା । ସିଲ୍‌ ହେବାର ଆଠ ଦିନ ପରେ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ ଖୋଲିଲା । ପଳାସପଲ୍ଲୀସ୍ଥିତ ସାଂସଦ ଅପରାଜିତାଙ୍କ କାର୍ଯ୍ୟାଳୟ ଆଜି ଖୋଲାଯାଇଛି । ସିଲ୍‌ କରିବାର 8ଦିନ ପରେ ଅଫିସ୍‌ ଖୋଲିଛି ବିଏମ୍‌ସି । କୋଭିଡ୍‌ ଗାଇଡଲାଇନ୍‌ ଉଲ୍ଳଂଘନ ଅଭିଯୋଗରେ 15 ଦିନ ପାଇଁ ଅଫିସ୍‌ ସିଲ୍‌ କରିଥିବା ବିଏମ୍‌ସି ।ଅପରପକ୍ଷରେ ଅଫିସ୍‌ ସିଲ୍‌କୁ ବେଆଇନ କହି ରାଜ୍ୟସରକାରଙ୍କ ଉପରେ ବର୍ଷିଥିଲେ ଅପରାଜିତା।

ସୂଚନାଯୋଗ୍ୟ, ଗତ 10 ତାରିଖର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟକୁ ସିଲ୍‌ କରାଯାଇଥିଲା । କାର୍ଯ୍ୟାଳୟରେ କୋଭିଡ୍ ନିୟମ ଉଲଂଘନ ଜନ୍ମଦିନ ପାଳନ କରିଥିଲେ ସାଂସଦ। ଏନେଇ ସାଂସଦ ଅପରାଜିତାଙ୍କ ନାଁରେ କୋଭିଡ୍‌ ଯୋଦ୍ଧା ଅଭିଯୋଗ ଆଣିବା ପରେ ବିଏମ୍‌ସି ସାଂସଦ ଅପରାଜିତାଙ୍କ କାର୍ଯ୍ୟାଳୟକୁ ସିଲ୍‌ କରିଥିଲା ।

ଅପରାଜିତା ଷଡଙ୍ଗୀ ଅଫିସ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.