Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋଲିଲା ଅପରାଜିତାଙ୍କ ଅଫିସ୍‌
ଆଜିର ଖବର

ଖୋଲିଲା ଅପରାଜିତାଙ୍କ ଅଫିସ୍‌

October 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ସାଂସଦ ଅପରାଜିତାଙ୍କ କାର୍ଯ୍ୟାଳୟ ଖୋଲିଲା । ସିଲ୍‌ ହେବାର ଆଠ ଦିନ ପରେ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ ଖୋଲିଲା । ପଳାସପଲ୍ଲୀସ୍ଥିତ ସାଂସଦ ଅପରାଜିତାଙ୍କ କାର୍ଯ୍ୟାଳୟ ଆଜି ଖୋଲାଯାଇଛି । ସିଲ୍‌ କରିବାର 8ଦିନ ପରେ ଅଫିସ୍‌ ଖୋଲିଛି ବିଏମ୍‌ସି । କୋଭିଡ୍‌ ଗାଇଡଲାଇନ୍‌ ଉଲ୍ଳଂଘନ ଅଭିଯୋଗରେ 15 ଦିନ ପାଇଁ ଅଫିସ୍‌ ସିଲ୍‌ କରିଥିବା ବିଏମ୍‌ସି ।ଅପରପକ୍ଷରେ ଅଫିସ୍‌ ସିଲ୍‌କୁ ବେଆଇନ କହି ରାଜ୍ୟସରକାରଙ୍କ ଉପରେ ବର୍ଷିଥିଲେ ଅପରାଜିତା।

ସୂଚନାଯୋଗ୍ୟ, ଗତ 10 ତାରିଖର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟକୁ ସିଲ୍‌ କରାଯାଇଥିଲା । କାର୍ଯ୍ୟାଳୟରେ କୋଭିଡ୍ ନିୟମ ଉଲଂଘନ ଜନ୍ମଦିନ ପାଳନ କରିଥିଲେ ସାଂସଦ। ଏନେଇ ସାଂସଦ ଅପରାଜିତାଙ୍କ ନାଁରେ କୋଭିଡ୍‌ ଯୋଦ୍ଧା ଅଭିଯୋଗ ଆଣିବା ପରେ ବିଏମ୍‌ସି ସାଂସଦ ଅପରାଜିତାଙ୍କ କାର୍ଯ୍ୟାଳୟକୁ ସିଲ୍‌ କରିଥିଲା ।

ଅପରାଜିତା ଷଡଙ୍ଗୀ ଅଫିସ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Latest News

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.