Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ତ୍ରୀ ଓ ଦୁଇ ସନ୍ତାନଙ୍କ ସହ ନିଆଁ ଲଗାଇ ଆତ୍ମହତ୍ୟା କଲେ ବ୍ୟକ୍ତି
ଆଜିର ଖବର

ସ୍ତ୍ରୀ ଓ ଦୁଇ ସନ୍ତାନଙ୍କ ସହ ନିଆଁ ଲଗାଇ ଆତ୍ମହତ୍ୟା କଲେ ବ୍ୟକ୍ତି

October 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଞ୍ଜାବ : ପଞ୍ଜାବର ଫରିଦକୋଟରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଦୁଇ ସନ୍ତାନଙ୍କ ସହିତ ନିଆଁ ଲଗାଇ ଆତ୍ମହତ୍ୟା କରିଛନ୍ତି । ଘଟଣାସ୍ଥଲରୁ ପୋଲିସ୍‌କୁ ସୁଇସାଇଡ୍‌ ନୋଟ୍‌ ମିଳିଛି । ଆର୍ଥିକ ସମସ୍ୟା ଯୋଗୁଁ ଏପରି ଚରମ ପଦକ୍ଷେପ ନେଇଥିବାର ପୋଲିସ୍‌ ସୂଚନା ଦେଇଛି । ମୃତକ ଜଣକ ରାଜସ୍ଥାନ ଶିକର ନିବାସୀ 40 ବର୍ଷୀୟ ଧର୍ମପାଳ । ଯିଏ ବିଗତ 10 ବର୍ଷ ଧରି କଲେର ଗ୍ରାମରେ ସ୍ତ୍ରୀ ସୀମା ଓଙ 15 ବର୍ଷୀୟା ଝିଅ ମୋନିକା ଓ 10 ବର୍ଷୀୟ ହତିଶ୍‌ କୁମାରଙ୍କ ସହ ରହୁଥିଲେ । ଧର୍ମପାଳ ଗ୍ରାମରେ ଇଟା ଭାଟିରେ କାମ କରୁଥିଲେ । ତେବେ ଲକ୍‌ଡାଉନ୍‌ ଯୋଗୁଁ ସ୍ଥିତି ଖରାପ ହେବାରୁ ଧାର ଉଧାର କରି ପରିବାର ଚଳାଉଥିଲେ । କିନ୍ତୁ ଶେଷରେ ପରିସ୍ଥିତି ଆଗରେ ମୁଣ୍ଡ ନୁଆଁଇ ଏହି ପରିବାର ନିଜ ଜୀବନକୁ ଶେଷ କରି ଦେଇଛନ୍ତି ।

ତେବେ ଶନିବାର ଦିନ କିଛି ଲୋକେ ଧର୍ମପାଳଙ୍କ ଘରେ ଧୂଆଁ ଆସୁଥିବାର ଦେଖି ଘରର କବାଡ ତାଡି ଘରେ ପଶିଥିଲେ । ସେତେବେଳେକୁ ସମେସ୍ତ ନିଆଁରେ ପୋଡି ଯାଇଥିଲେ । ଏହି ଘଟଣାରେ ପୋଲିସ୍‌ ତଦନ୍ତ କରିବା ଆରମ୍ଭ କରିଛି । (ଏଜେନ୍ସି)

suicide
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Latest News

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.