Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1135କୁ ବୃଦ୍ଧି
ଆଜିର ଖବର

ଆଉ 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1135କୁ ବୃଦ୍ଧି

October 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଭୁବନେଶ୍ବରରୁ ସର୍ବାଧିକ 4 ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକ ଓ ଜଗତସିଂହପୁର ଜିଲ୍ଲାରୁ 2 ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।  ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗିର ଓ ସମ୍ବଲପୁର ଆଦି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1135କୁ ବୃଦ୍ଧି ହୋଇଛି ।

ଭୁବନେଶ୍ବରର ଚାରି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ, 49, 52, 42 ଓ 58 । କଟକର ଦୁଇ ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 56 ଓ 45 ବର୍ଷ ବୋଲି ସୂଚନା ରହିଛି । ଜଗତସିଂହପୁରର 63 ବର୍ଷୀୟ ପୁରୁଷ, 46 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ସେହିପରି ବଲାଙ୍ଗିରରୁ 65 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ସମ୍ବଲପୁରରୁ 65ବର୍ଷୀୟ ପୁରୁଷ ଓ କନ୍ଧମାଳରୁ 65 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ମୟୂରଭଞ୍ଜର 49 ଓ ପୁରୀର 63 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଢେଙ୍କାନାଳର ଜଣେ 44 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026

ଓଡିଶାରେ ଯୁଦ୍ଧର ପ୍ରଭାବ, ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଡାକିଲେ ଜିଲ୍ଲାପାଳମାନଙ୍କ ବୈଠକ

March 30, 2026

ବାଣପୁର ଓକିଲ ସଂଘ ନିର୍ବାଚନ: ନିର୍ବାଚନ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ପରାଜିତ ପ୍ରାର୍ଥୀ

March 30, 2026
Latest News

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ବିବାଦୀୟ ବିବୃତ୍ତି ମାମଲା: କଂଗ୍ରେସ ନେତାଙ୍କୁ ହାଇକୋର୍ଟଙ୍କ ଆଶ୍ୱସ୍ତି

March 30, 2026

ଓଡିଶାରେ ଯୁଦ୍ଧର ପ୍ରଭାବ, ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଡାକିଲେ ଜିଲ୍ଲାପାଳମାନଙ୍କ ବୈଠକ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.