Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1135କୁ ବୃଦ୍ଧି
ଆଜିର ଖବର

ଆଉ 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1135କୁ ବୃଦ୍ଧି

October 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଭୁବନେଶ୍ବରରୁ ସର୍ବାଧିକ 4 ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକ ଓ ଜଗତସିଂହପୁର ଜିଲ୍ଲାରୁ 2 ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।  ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗିର ଓ ସମ୍ବଲପୁର ଆଦି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1135କୁ ବୃଦ୍ଧି ହୋଇଛି ।

ଭୁବନେଶ୍ବରର ଚାରି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ, 49, 52, 42 ଓ 58 । କଟକର ଦୁଇ ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 56 ଓ 45 ବର୍ଷ ବୋଲି ସୂଚନା ରହିଛି । ଜଗତସିଂହପୁରର 63 ବର୍ଷୀୟ ପୁରୁଷ, 46 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ସେହିପରି ବଲାଙ୍ଗିରରୁ 65 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ସମ୍ବଲପୁରରୁ 65ବର୍ଷୀୟ ପୁରୁଷ ଓ କନ୍ଧମାଳରୁ 65 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ମୟୂରଭଞ୍ଜର 49 ଓ ପୁରୀର 63 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଢେଙ୍କାନାଳର ଜଣେ 44 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025
Latest News

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025

ଚେସ୍ ମହିଳା ବିଶ୍ୱକପ୍‌ର ସେମିଫାଇନାଲ୍‌ରେ ପହଞ୍ଚିଲେ ଦିବ୍ୟା ଦେଶମୁଖ, ଜିତିବା ପରେ ହେଲେ ଭାବପ୍ରବଣ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.