Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 75 ଲକ୍ଷ ଟପିଲା : ଗତ 24 ଘଣ୍ଟାରେ 55 ହଜାର 722 ଜଣ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 75 ଲକ୍ଷ ଟପିଲା : ଗତ 24 ଘଣ୍ଟାରେ 55 ହଜାର 722 ଜଣ ଆକ୍ରାନ୍ତ ଚିହ୍ନଟ

October 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ପ୍ରାୟ ତିନି ମାସ ପରେ ଦେଶରେ ଦୈନିକ କରୋନା ମୃତ୍ୟୁ ସଂଖ୍ୟା 600 ତଳକୁ ଖସିଛି । ଦେଶରେ ନୂତନ ଆକ୍ରାନ୍ତଙ୍କଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହୁଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ 24 ଘଣ୍ଟାରେ ଦେଶରେ 55 ହଜାର 722 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 579ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 75 ଲକ୍ଷ 50 ହଜାର 273କୁବୃଦ୍ଧି ହୋଇଛି । ସେହିପରି ଦେଶରେ କରୋନା ମୃତ୍ୟୁ ସଂଖ୍ୟା 1 ଲକ୍ଷ 14 ହଜାର 610କୁ ବୃଦ୍ଧି ହୋଇଛି । ଏବେ ସୁଦ୍ଧା ଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 7 ଲକ୍ଷ 72 ହଜାର 55 ରହିଛି । ସେହିପରି ସୁସ୍ଥଙ୍କ ସଂଖ୍ୟା 66 ଲକ୍ଷ 63 ହଜାର 608କୁ ବୃଦ୍ଧି ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025
Latest News

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.