Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୀମା ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ : ଆସାମ-ମିଜୋରାମରେ ଜଳାପୋଡା
ଆଜିର ଖବର

ସୀମା ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ : ଆସାମ-ମିଜୋରାମରେ ଜଳାପୋଡା

October 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସାମ : ଆସାମ-ମିଜେରାମ ସୀମାଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିବା ସହିତ ବ୍ୟାପକ ଜଳାପୋଡା ହୋଇଛି ।  ସୀମା ବିବାଦକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ବହୁ ଲୋକେ ଆହତ ହୋଇଥିବାର ସୂଚନା ରହିଛି।  ଦୁଇ ରାଜ୍ୟର ସୀମାବର୍ତ୍ତୀ ଅଞ୍ଚଳ ଏପରି ହିଂସକ କାଣ୍ଡ ଘଟିଥିବାର ସୂଚନା ରହିଛି । ଏସମ୍ପର୍କରେ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ଜଣାଇଛନ୍ତି । ସେହିପର ସୋନେଓ୍ବାଲ୍‌ ମିଜୋରାମର ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କ ସହ ମଧ୍ୟ ଏହି ବିଷୟରେ ଆଲୋଚନା କରିଛନ୍ତି ।

ଘଟଣାସ୍ଥଳରେ ପୋଲିସ୍‌ ଓ ସ୍ଥାନୀୟ ପ୍ରଶାସନ ସ୍ଥିତି ନିୟନ୍ତ୍ରଣକୁ ଆଣିଥିବାବେଳେ ବହୁ ସଂଖ୍ୟା ସୁରକ୍ଷା କର୍ମୀ ଆସାମର କଛାର ଜିଲ୍ଲା ଓ ମିଜୋରମର କୋଲାସିବ ଜିଲ୍ଲା ଅନ୍ତର୍ଗତ ସୀମାନ୍ତ ଅଞ୍ଚଳରେ ନିୟୋଜିତ ରହିଛନ୍ତି ।

ସୂଚନାଯୋଗ୍ୟ, ଆସାମର  କଛାର ଜିଲାର ଲାୟଲପୁର ଅଞ୍ଚଳରେ ଅନ୍ତଃରାଜ୍ୟ ସୀମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଉତ୍ୟକ୍ତ ଲୋକେ କେତେକ ଘରେ ନିଆଁ ମଧ୍ୟ ଲଗାଇଦେଇଥିବା ଅଭିଯୋଗ ହୋଇଛି। ତେବେ ମିଜୋରାମର ମୁଖ୍ୟମନ୍ତ୍ରୀ ଜୋରମଥାଙ୍ଗା ଓ ଆସାମ ମୁଖ୍ୟମନ୍ତ୍ରୀ ସୋନେଓ୍ବାଲ ଆନ୍ତଃ-ରାଜ୍ୟ ସୀମାରେ ଶାନ୍ତି ତଥା ସୌହାର୍ଦ୍ଦ୍ୟ ବାତାବରଣ ଆଣିବା ଦିଗରେ କାର୍ଯ୍ୟ କରିବା ପାଇଁ ଆଶ୍ବାସନା ଦେଇଛନ୍ତି । (ଏଜେନ୍ସି)

ହିଂସାକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026
Latest News

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.