Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1152କୁ ବୃଦ୍ଧି
ଆଜିର ଖବର

ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1152କୁ ବୃଦ୍ଧି

October 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  କଟକ ଓ ଭୁବନେଶ୍ବରରୁ ସର୍ବାଧିକ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ସୁବର୍ଣ୍ଣପୁର, ବଲାଙ୍ଗିର, ଝାରସୁଗୁଡା, ଜିଲ୍ଲାରୁ 2 ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।  ବୌଦ୍ଧ, ବରଗଡ, ମୟୂରଭଞ୍ଜ, ଜଗତସିଂହପୁର ନୂଆପଡା ଆଦି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1152କୁ ବୃଦ୍ଧି ହୋଇଛି ।

ଭୁବନେଶ୍ବରର ତିନି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ, 54,75 ଓ 65 । କଟକର ତିନି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 60 41, 47 ବର୍ଷ ବୋଲି ସୂଚନା ରହିଛି ।

ସେହିପରି ସୁବର୍ଣ୍ଣପୁରରୁ  ଜଣେ 64 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଆନ୍ୟ ଜଣେ 71 ବର୍ଷୀୟ ପୁରୁଷଆକ୍ରାନ୍ତ ରହିଛନ୍ତି । ଝାରସୁଗୁଡାରୁ 54 ବର୍ଷ ଓ 52 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗିରରୁ 70 ବର୍ଷ ଓ 55 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।  ସେହିପରି ବୌଦ୍ଧରୁ 40 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବଳେ ବରଗଡରୁ 52 ବର୍ଷୀୟ ପୁରୁଷ, ମୟୂରଭଞ୍ଜରୁ 45 ବର୍ଷ ପୁରୁଷ, ନୂଆପଡାରୁ 82 ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି ।  ଜଗତସିଂହପୁରରୁ ଜଣେ 82 ବର୍ଷୀୟ ବୃଦ୍ଧ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

କଟକ କରୋନା ଆକ୍ରାନ୍ତ ଜଗତସିଂହପୁର ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.