Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1168କୁ ବୃଦ୍ଧି
ଆଜିର ଖବର

ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1168କୁ ବୃଦ୍ଧି

October 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ  4ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାରୁ 3 ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆପଡାରୁ 2 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ଭଦ୍ରକ,ଝାରସୁଗୁଡା ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1168କୁ ବୃଦ୍ଧି ହୋଇଛି ।

ମୟୂରଭଞ୍ଜରୁ 60 ବର୍ଷୀୟ ମହିଳା, 30 ବର୍ଷୀୟ ମହିଳା, 72 ବର୍ଷୀୟ ଦୁଇଜଣ ପୁରୁଷଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ଆଜି ତିନି ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇଜଣ ଭୁବନେଶ୍ବରର ବୋଲି ସୂଚନା ରହିଛି । ଭୁବନେଶ୍ବରରୁ ଜଣେ 58 ବର୍ଷୀୟ ପୁରୁଷ ଓ 72ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଖୋର୍ଦ୍ଧାର 72 ବର୍ଷୀୟ ମହିଳା ଆକ୍ରାନ୍ତ ରହିଛନ୍ତି ।  କଳାହାଣ୍ଡିର ତିନି ମୃତକଙ୍କ ବୟସ ଯଥାକ୍ରମେ 72, 24, 60 ବର୍ଷ । ନୂଆପଡାରୁ74 ବର୍ଷୀୟ ପୁରୁଷ, 48 ବର୍ଷୀୟ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ସେହିପରି ଝାରସୁଗୁଡାରୁ 40 ବର୍ଷୀୟ ଆକ୍ରାନ୍ତ,ଭଦ୍ରକରୁ 60 ବର୍ଷୀୟ ଆକ୍ରାନ୍ତ, କଟକରୁ 59 ବର୍ଷୀୟ ଆକ୍ରାନ୍ତ, କେନ୍ଦ୍ରାପଡାରୁ 82ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

 

corona
Share. Facebook Twitter LinkedIn Email WhatsApp Copy Link

Related Posts

Diwali Festival: ଏଥର ଦୀପାବଳିରେ କରନ୍ତୁ ଏହି କାମ, ଘରୁ ଦୂର ହେବ ସମସ୍ତ ଅଶୁଭ ଶକ୍ତି

October 7, 2025

ମୟୂରଭଞ୍ଜ ରାଇରଙ୍ଗପୁରରେ ଖୋଲିବ ଇଗ୍ନୋର ନୂତନ ଆଞ୍ଚଳିକ କେନ୍ଦ୍ର

October 7, 2025

ଆସନ୍ତା 10 ତାରିଖ ପର୍ଯ୍ୟନ୍ତ ଓଡିଶାରେ ଲାଗି ରହିବ ବର୍ଷା, ପାଣିପାଗ ବିଭାଗର ସୂଚନା

October 7, 2025

ବ୍ରହ୍ମପୁର ଓକିଲ ହତ୍ୟା ଘଟଣା, କଲମ ଛାଡ ଆନ୍ଦୋଳନ ଡାକରା ଦେଲା ଓଡିଶା ବାର କାଉନସିଲ

October 7, 2025
Latest News

Diwali Festival: ଏଥର ଦୀପାବଳିରେ କରନ୍ତୁ ଏହି କାମ, ଘରୁ ଦୂର ହେବ ସମସ୍ତ ଅଶୁଭ ଶକ୍ତି

October 7, 2025

ମୟୂରଭଞ୍ଜ ରାଇରଙ୍ଗପୁରରେ ଖୋଲିବ ଇଗ୍ନୋର ନୂତନ ଆଞ୍ଚଳିକ କେନ୍ଦ୍ର

October 7, 2025

ଆସନ୍ତା 10 ତାରିଖ ପର୍ଯ୍ୟନ୍ତ ଓଡିଶାରେ ଲାଗି ରହିବ ବର୍ଷା, ପାଣିପାଗ ବିଭାଗର ସୂଚନା

October 7, 2025

ଦେଶରେ 894 କିମି ଲମ୍ବ ଚାରିଟି ରେଳ ଲାଇନ ସମ୍ପ୍ରସାରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

October 7, 2025

ବ୍ରହ୍ମପୁର ଓକିଲ ହତ୍ୟା ଘଟଣା, କଲମ ଛାଡ ଆନ୍ଦୋଳନ ଡାକରା ଦେଲା ଓଡିଶା ବାର କାଉନସିଲ

October 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.