ସମ୍ବଲପୁର : ରାସ୍ତାରେ ଚାଲି ଯାଉଥିବାବେଳେ ଟ୍ରକ୍ ଚକା ତଳେ ମା’ପୁଅଙ୍କ ଜୀବନ ଚାଲିଯାଇଛି । ଏହିପରି ଏକ ଅଭାବନୀୟ ଘଟଣା ସମ୍ବଲପୁର -ଦେବଗଡ ରାସ୍ତାରେ ଘଟିଥିବାର ସୂଚନା ରହିଛି ।
ମିଳିଥିବା ସୂଚନା ଅନୁସାରେ ଟ୍ରକ୍ ଚକ ତଳେ ମାଆ ପୁଅଙ୍କ ଜୀବନଚାଲିଯାଇଛି ।ସମ୍ବଲପୁର – ଦେବଗଡ ରାସ୍ତା ପଡିଆବାହାଲ ନିକଟରେ ଏକ ଦୁର୍ଘଟଣାରେ ମା’-ପୁଅଙ୍କର ମୃତ୍ୟୁ ହୋଇଛି । ରାସ୍ତାରେ ଚାଲି ଯାଉଥିବାବେଳେ ଟ୍ରକ୍ ଦୁହିଁଙ୍କୁ ଚାପି ଦେଇଛି । ତିନି ବର୍ଷର ପୁଅକୁ ନେଇ ମା’ ଚାଲି ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି ।