
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସନ୍ଧ୍ୟା 6ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଟ୍ୱିଟ କରାଯାଇ ଏହି ସୂଚନା ପ୍ରଦାନ କରାଯାଇଛି । କେଉଁ ବିଷୟରେ ଆଜିର ଅଭିଭାଷଣ ରହିବା ସେ ନେଇ କୌଣସି ସୂଚନା ଦେଇ ନାହାନ୍ତି ମୋଦି । ତେବେ ଗତକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଉ ଏକ ଅର୍ଥର୍ନୈତିକ ପ୍ୟାକେଜ ସମ୍ପର୍କରେ କହିଥିଲେ । ସେହି ଅର୍ଥନୈତିକ ପ୍ୟାକେଜ ବିଷୟରେ ଆଜି ପ୍ରଧାନମନ୍ତ୍ରୀ ଘୋଷଣା କରିବାର ସମ୍ଭାବନା ରହିଛି ।
आज शाम 6 बजे राष्ट्र के नाम संदेश दूंगा। आप जरूर जुड़ें।
Will be sharing a message with my fellow citizens at 6 PM this evening.
— Narendra Modi (@narendramodi) October 20, 2020
Tags: