Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାର୍ବଣ ବେଳେ ଅଧିକ ସତର୍କ ରହିବାକୁ ହେବ : ନରେନ୍ଦ୍ର ମୋଦି
ଆଜିର ଖବର

ପାର୍ବଣ ବେଳେ ଅଧିକ ସତର୍କ ରହିବାକୁ ହେବ : ନରେନ୍ଦ୍ର ମୋଦି

October 20, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
କୋଭିଡ-19 ଟୀକାର ଗବେଷଣା ଓ ବିତରଣ ବ୍ୟବସ୍ଥାର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନା କାଳ ସମୟରେ ସାତ ଥର ପାଇଁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ମୋଦି । ପାର୍ବଣ ସମୟରେ କରୋନାକୁ ନେଇ ଅଧିକ ସତର୍କ ରହିବାକୁ ଉପଦେଶ ଦେଇଛନ୍ତି ମୋଦି ।   ଆମ ଭିତରେ ଅଧିକାଂଶ ଲୋକ ଜୀବିକା ପାଇଁ ଦୈନିକ ଘରୁ ବାହାରିଛନ୍ତି । ତେବେ କରୋନା ପୂରାପୂରି ଯାଇନାହିଁ କି ବିପଦ ଟଳିନି । ଲକ୍‌ ଡାଉନ୍‌ ଚାଲିଯାଇଥିଲେ ବି କରୋନା ଭାଇରାସ୍‌ ଯାଇନାହିଁ, ଏହାକୁ ଅଣଦେଖା କରିହେବ ନାହିଁ ବୋଲି କହିଛନ୍ତି ମୋଦି । କରୋନାକୁ ନେଇ ସତର୍କ ଓ ସାବଧାନତା ଅବଲମ୍ବନ କରିବା ଜରୁରୀ । ପାର୍ବଣ ସମୟରେ ଅଧିକ ସତର୍କ ଓ ସଚେତନ ରହିବାକୁ ପଡିବ ବୋଲି ମୋଦି କହିଛନ୍ତି ।  ବର୍ତ୍ତମାନ ସମୟରେ ଆଦୌ ଅବେହଳା କରିବା ନାହିଁ । ଟିକିଏ ବି ଅସାବଧାନତା ଆମକୁ ବହୁତ ବଡ କ୍ଷତିରେ ପକାଇଦେଇପାରେ । ଏଥିପାଇଁ ସତର୍କ ଓ ସଚେନତା ରହିବା ଅତ୍ୟନ୍ତ ଜରୁରୀ ବୋଲି କହିଛନ୍ତି ମୋଦି । ସେହିପରି ମାସ୍କ,ସାମାଜିକ ଦୂରତ୍ବ ଓ ହାତଧୁଆକୁ ମଧ୍ୟ ଗୁରୁତ୍ବ ଦେଇଛନ୍ତି ମୋଦି ।

ଆମେରିକା, ବ୍ରାଜିଲ୍‌ରେ ସ୍ଥିତି ବିଗିଡୁଛି । ଭାରତ ନିଜ ନାଗରିକଙ୍କ ଜୀବନ ବଞ୍ଚାଇବାକୁ ଅଧିକସଫଳ ହୋଇଛି । ନିୟନ୍ତ୍ରିତ ହେଉଥିବା  ସ୍ଥିତିକୁ ଆମେ ବିଗିଡିବାକୁ ଦେବାନି ବୋଲି କହିଛନ୍ତି ମୋଦି । ଆମ ଭିତରେ ଅଧିକାଂଶ ଲୋକ ଜୀବିକା ପାଇଁ ଦୈନିକ ଘରୁ ବାହାରୁଛନ୍ତି ।ତେଣୁ ଏହି ସମୟରେ ଆମେ ଅଧିକ ସତର୍କ ରହିବା ଆବଶ୍ୟକ ରହିଛି ।  ଭାରତରେ ପ୍ରତି 10 ଲକ୍ଷରେ ମୃତ୍ୟୁ ହାର 83 ରହିଛି । ଅନ୍ୟ ଦେଶରେ ମୃତ୍ୟୁହାର 10 ଲକ୍ଷରେ 6ଶହରୁ ଅଧିକ ରହିଛି । ଭ୍ୟାକିସିନ୍‌ ଆସିବା ପର୍ଯ୍ୟନ୍ତ କରୋନା ସହ ଆମେ ଲଢେଇ ଜାରି ରଖିବା । ଭାରତରେ ଏବେ କରୋନା ଭ୍ୟାକିସିନ୍‌ କାମ ଚାଲୁ ରହିଛି । ଭ୍ୟାକ୍‌ସିନ ଆସିବା ପର୍ଯ୍ୟନ୍ତ ଆମେ କରୋନା ସହ ଲଢେଇ ଜାରି ରଖିବା ।  ଏଥିପାଇଁ ଆମେ ସତର୍କ ରହିବା । ନବରାତ୍ର, ଦଶହରା, ଇଦ୍‌, ଦୀପାବଳି, ଛଟ୍‌ ପୂଜାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । (ଏଜେନ୍ସି)

କରୋନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲକ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026
Latest News

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.