Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିଆରପି ସ୍କାମକୁ ଯା଼ଞ୍ଚା କରିବ ସିବିଆଇ
ଆଜିର ଖବର

ଟିଆରପି ସ୍କାମକୁ ଯା଼ଞ୍ଚା କରିବ ସିବିଆଇ

October 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟିଆରପି ସ୍କାମକୁ ଯା଼ଞ୍ଚା କରିବ ସିବିଆଇ, ଉତ୍ତର ପ୍ରଦେଶ ସରକାର କଲେ ଅନୁରୋଧ

ନୂଆଦିଲ୍ଲୀ, ବର୍ତ୍ତମାନ ଟିଆରପି ବା ଟେଲିଭିଜନ ରେଟିଂ ପଏଣ୍ଟ ସ୍କାମର ନୂଆ ମୋଡ ନେଇଛି। ଏହି ସ୍କାମକୁ ତଦନ୍ତ କରିବ ସିବିଆଇ। ଏକ ଘଟଣା କ୍ରମେ ସିବିଆଇ ଯାଞ୍ଚ କରିବା ପାଇଁ ଉତ୍ତର ପ୍ରଦେଶ ସରକାର ଅନୁରୋଧ କରିଛନ୍ତି। ଫଳରେ ଖୁବ ଶିଘ୍ର ସିବିଆଇ ବର୍ତ୍ତମାନ ଏହି ଘଟଣାର ଅନୁସନ୍ଧାନ କରିବ ବୋଲି ଜଣାପଡିଛି

ଲକ୍ଷ୍ନୌର ଜଣେ ଆଡଭଟାଇଜର ନିକଟସ୍ଥ ଥାନାରେ ଏକ ଏଫଆଇଆର କରିଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ସଂସ୍ଥା ଟିଭି ଚ୍ୟାନେଲକୁ କୋଟିକୋଟି ଟଙ୍କା ବିଜ୍ଞାପନ ଦେଇଛନ୍ତି। ହେଲେ ଟିଆରପି ସ୍କାମ ଯୋଗୁଁ ତାହା ବହୁ କ୍ଷତି ଘଟିଛି। ଏହା ତଦନ୍ତ କରାଯାଉ ବୋଲି ଅଭିଯୋଗ କରାଯାଇଥିଲା। ଏହି ଅଭିଯୋଗକୁ ଗ୍ରହଣ କରି ଉତ୍ତର ପ୍ରଦେଶ ସରକାର ସିବିଆଇ ଯାଞ୍ଚ କରିବାକୁ ଚିଠି ଲେଖିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026

ରେଳ ସୁରକ୍ଷା କମିଶନରଙ୍କ ଦ୍ୱାରା ପୁରୁଣାକଟକ-ଚାରିଛକ ମଧ୍ୟରେ ନୂତନ ରେଳ ଲାଇନ୍ କାର୍ଯ୍ୟ ନିରୀକ୍ଷଣ

September 30, 2026
Latest News

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.