Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ 24 ଘଣ୍ଟାରେ 54 ହଜାର 044 ଆକ୍ରାନ୍ତ ଚିହ୍ନଟ, 717 ମୃତ
ଆଜିର ଖବର

ଗତ 24 ଘଣ୍ଟାରେ 54 ହଜାର 044 ଆକ୍ରାନ୍ତ ଚିହ୍ନଟ, 717 ମୃତ

October 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଯୋଗୁଁ ଦୈନିକ ସଂକ୍ରମଣ ଓ ଦୈନିକ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟୁଛି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦିନକରେ 54 ହଜାର 044 ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 717ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା 1 ଲକ୍ଷ 15 ହଜାର 914କୁ ବୃଦ୍ଧି । ମୋଟ୍‌ ଆକ୍ରାନ୍ତ ସଂଖ୍ୟା 76 ଲକ୍ଷ 51 ହଜାର 108କୁ ବୃଦ୍ଧି। ଦେଶରେ ଏବେସୁଦ୍ଧା  ମୋଟ୍‌ ଆକ୍ଟିଭ୍‌ କେସ୍‌ 7 ଲକ୍ଷ 40 ହଜାର 90 ଜଣ ରହିଥିବାବେଳେ ସୁସ୍ଥ ହୋଇଛନ୍ତି 67 ଲକ୍ଷ 95 103 ଜଣ ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଗାୟକ ଜୁବୀନ ଗର୍ଗଙ୍କ ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ

December 12, 2025

ଅବସର ନିଷ୍ପତ୍ତି ପ୍ରତ୍ୟାହାର କଲେ ମହିଳା କୁସ୍ତିଯୋଦ୍ଧା ବିନେଶ: ଖେଳିବେ ୨୦୨୮ ଅଲିମ୍ପିକ୍ସ!

December 12, 2025

୧୯ ବର୍ଷରୁ କମ୍ ଏସିଆ କପ୍ ୨୦୨୫: ପୁଣି ବିସ୍ଫୋରକ ପାଳି ଖେଳି ଶତକ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ

December 12, 2025

Jio 5G: ୫ଜିରେ ଜିଓ ଆଗୁଆ, ଦେଶରେ ୨୩ କୋଟି ଗ୍ରାହକ ଯୋଡିଲ ରିଲାଏନ୍ସ

December 12, 2025
Latest News

ଗାୟକ ଜୁବୀନ ଗର୍ଗଙ୍କ ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ

December 12, 2025

ଅବସର ନିଷ୍ପତ୍ତି ପ୍ରତ୍ୟାହାର କଲେ ମହିଳା କୁସ୍ତିଯୋଦ୍ଧା ବିନେଶ: ଖେଳିବେ ୨୦୨୮ ଅଲିମ୍ପିକ୍ସ!

December 12, 2025

୧୯ ବର୍ଷରୁ କମ୍ ଏସିଆ କପ୍ ୨୦୨୫: ପୁଣି ବିସ୍ଫୋରକ ପାଳି ଖେଳି ଶତକ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ

December 12, 2025

Jio 5G: ୫ଜିରେ ଜିଓ ଆଗୁଆ, ଦେଶରେ ୨୩ କୋଟି ଗ୍ରାହକ ଯୋଡିଲ ରିଲାଏନ୍ସ

December 12, 2025

ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିବା ନେଇ କଂଗ୍ରେସରେ ଝଡ, ମୋକିମଙ୍କ ଭବିଷ୍ୟତ ନେଇ ପ୍ରଶ୍ନବାଚୀ

December 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.