Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବପାତର ରୂପ ନେବ ଲଘୁଚାପ :  ସାତୋଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଆଜିର ଖବର

ଅବପାତର ରୂପ ନେବ ଲଘୁଚାପ :  ସାତୋଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

October 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା 24 ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେବାର ସମ୍ଭାବନା ରହିଛି ।ଆନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ଓ୍ବେଲ୍‌ ମାର୍କଡ୍‌ରେ ପରିଣତ ହେବ । ପରବର୍ତ୍ତୀ 24ଘଣ୍ଟାରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଏହା ଗତି କରିବ ।  ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଲଘୁଚାପ ପ୍ରଭାବରେ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷିବ । ଆଜି ଗଞ୍ଜାମ, ଗଜପତି, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶାରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

ପ୍ରବଳ ବର୍ଷିବ ୟେଲୋ ଓ୍ବାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026
Latest News

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.