Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୯୩୧ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ରାଜ୍ୟରେ ଆଜି ୧୯୩୧ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

October 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୯୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୨୦ ଜଣ ଚିହ୍ନଟ ହୋଇଥିବାବେଳେ ୮୧୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୪ହଜାର ୧୮୧କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୫୨ ହଜାର ୧୯୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୦ହଜାର ୭୫୦ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୧୬୮ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୯୩୧ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୭୩ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୨୦, ବାଲେଶ୍ବରରୁ ୭୩, ବରଗଡରୁ ୬୬, ଭଦ୍ରକରୁ ୬୪, ବଲାଙ୍ଗିରରୁ ୬୪, ବୌଦ୍ଧରୁ ୭, କଟକରୁ ୧୫୩,  ଦେବଗଡରୁ ୯,  ଢେଙ୍କାନାଳରୁ ୩୫, ଗଜପତିରୁ ୨, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୭୮, ଯାଜପୁରରୁ ୬୭, ଝାରସୁଗୁଡାରୁ ୫୬, କଳାହାଣ୍ଡିରୁ ୪୫, କନ୍ଧମାଳରୁ ୪୬, କେନ୍ଦ୍ରାପଡାରୁ ୬୧, କେଉଁଝରରୁ ୬୫, କୋରାପୁଟରୁ ୨୯, ମାଲକାନଗିରିରୁ ୩୮,  ମୟୂରଭଞ୍ଜରୁ ୯୯, ନବରଙ୍ଗପୁରରୁ ୬୨, ନୟାଗଡରୁ ୨୩, ନୂଆପଡାରୁ ୪୩, ପୁରୀରୁ ୭୨, ରାୟଗଡାରୁ ୨୫,  ସମ୍ବଲପୁରରୁ ୩୭, ସୋନପୁରରୁ ୩୦, ସୁନ୍ଦରଗଡରୁ ୧୦୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୫୧ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

Diwali Festival: ଏଥର ଦୀପାବଳିରେ କରନ୍ତୁ ଏହି କାମ, ଘରୁ ଦୂର ହେବ ସମସ୍ତ ଅଶୁଭ ଶକ୍ତି

October 7, 2025

ମୟୂରଭଞ୍ଜ ରାଇରଙ୍ଗପୁରରେ ଖୋଲିବ ଇଗ୍ନୋର ନୂତନ ଆଞ୍ଚଳିକ କେନ୍ଦ୍ର

October 7, 2025

ଆସନ୍ତା 10 ତାରିଖ ପର୍ଯ୍ୟନ୍ତ ଓଡିଶାରେ ଲାଗି ରହିବ ବର୍ଷା, ପାଣିପାଗ ବିଭାଗର ସୂଚନା

October 7, 2025

ବ୍ରହ୍ମପୁର ଓକିଲ ହତ୍ୟା ଘଟଣା, କଲମ ଛାଡ ଆନ୍ଦୋଳନ ଡାକରା ଦେଲା ଓଡିଶା ବାର କାଉନସିଲ

October 7, 2025
Latest News

Diwali Festival: ଏଥର ଦୀପାବଳିରେ କରନ୍ତୁ ଏହି କାମ, ଘରୁ ଦୂର ହେବ ସମସ୍ତ ଅଶୁଭ ଶକ୍ତି

October 7, 2025

ମୟୂରଭଞ୍ଜ ରାଇରଙ୍ଗପୁରରେ ଖୋଲିବ ଇଗ୍ନୋର ନୂତନ ଆଞ୍ଚଳିକ କେନ୍ଦ୍ର

October 7, 2025

ଆସନ୍ତା 10 ତାରିଖ ପର୍ଯ୍ୟନ୍ତ ଓଡିଶାରେ ଲାଗି ରହିବ ବର୍ଷା, ପାଣିପାଗ ବିଭାଗର ସୂଚନା

October 7, 2025

ଦେଶରେ 894 କିମି ଲମ୍ବ ଚାରିଟି ରେଳ ଲାଇନ ସମ୍ପ୍ରସାରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

October 7, 2025

ବ୍ରହ୍ମପୁର ଓକିଲ ହତ୍ୟା ଘଟଣା, କଲମ ଛାଡ ଆନ୍ଦୋଳନ ଡାକରା ଦେଲା ଓଡିଶା ବାର କାଉନସିଲ

October 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.