Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1181କୁ ବୃଦ୍ଧି
ଆଜିର ଖବର

ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1181କୁ ବୃଦ୍ଧି

October 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ  4ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ପୁରୀ ଜିଲ୍ଲାରୁ 3 ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ବରରୁ 2 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର, ଅନୁଗୁଳ, ନୂଆପଡା,ବଲାଙ୍ଗିର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1181କୁ ବୃଦ୍ଧି ହୋଇଛି ।

ମୟୂରଭଞ୍ଜରୁ 65 ବର୍ଷୀୟ ମହିଳା, 75 ବର୍ଷୀୟ ମହିଳା, 45 ବର୍ଷୀୟ ପୁରୁଷ ଓ 60 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ପୁରୀ ଜିଲ୍ଲାରୁ 48 ବର୍ଷୀୟ ପୁରୁଷ,  ଜଣେ 66 ବର୍ଷୀୟ ମହିଳା ଓ ଅନ୍ୟ ଜଣେ 68 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।  ଭୁବନେଶ୍ବରରୁ ଜଣେ 44 ବର୍ଷୀୟ ପୁରୁଷ ଓ 47ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ସେହିପରି ବାଲେଶ୍ବରରୁ 53ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଅନୁଗୁଳରୁ 52 ବର୍ଷୀୟ ପୁରୁଷ, ନୂଆପଡାରୁ 52 ବର୍ଷୀୟ ପୁରୁଷ ଓ ବଲାଙ୍ଗିରରୁ 23 ବର୍ଷୀୟା ମହିଳାଙ୍କର ମୃତ୍ୟୁ ଘଟିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026
Latest News

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.