Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମର୍ମନ୍ତୁଦ ସଡକ ଦୁର୍ଘଟଣା : ଚାଳିଶ ଫୁଟ୍‌ ତଳକୁ ବସ ଖସି 5 ମୃତ, 35  ଆହତ
ଆଜିର ଖବର

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଚାଳିଶ ଫୁଟ୍‌ ତଳକୁ ବସ ଖସି 5 ମୃତ, 35  ଆହତ

October 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର: ମହାରାଷ୍ଟ୍ରର ନନ୍ଦୁରବାରଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଯାତ୍ରୀବାହୀ ବସ୍‌  ବ୍ରିଜ ଉପରୁ ଚାଳିଶ ଫୁଟ୍ ତଳକୁ ବସ୍ ଖସି ପଡ଼ିବାରୁ ଘଟଣାସ୍ଥଳରେ 5 ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ 35 ଜଣ ଆହତ ହୋଇଛନ୍ତି । ମହାରାଷ୍ଟ୍ରର ନନ୍ଦୁରବାର ଅନ୍ତର୍ଗତ ଖାମଚନ୍ଦର ଗାଁ ନିକଟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ବସ୍ ଡ୍ରାଇଭର, ହେଲପର ସମେତ ତିନି ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି ।

ମିଳିଥିବା ସୂଚନା ଅନୁସାରେ ବସ୍‌ଟି ମଲକାପୁରରୁ ସୁରତ ଅଭିମୁଖେ ଯାଉଥିଲା । ବିସାରବାଡ଼ି ନିକଟରେ କୋଦଇବାରି ନିକଟରେ ବସଟି ଭାରସାମ୍ୟ ହରାଇ ଘାଇ ଭିତରେ ଖସି ପଡ଼ିଥିଲା । ବସ୍‌ଟରେ 40ରୁ ଉର୍ଦ୍ଧ୍ବ ଯାତ୍ରୀ ଥିବାର ସୂଚନା ରହିଛି । ଦୁର୍ଘଟଣାରେ 5ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 35 ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ କିଛି ଜଣ ଗୁରୁତର ରହିଛନ୍ତି । ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ସ୍ଥାନୀୟ ଅଗ୍ନିଶମ ବାହିନୀ ଓ ପୋଲିସ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ । (ଏଜେନ୍ସି)

ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

‘ଓଡ଼ିଶା ଫାର୍ମାସୀ ଅଧିକାରୀ ସେବା ସଂଘ’ର ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

August 23, 2026

ICC Test Ranking: ଇତିହାସ ରଚିଲା ବାଂଲାଦେଶ

August 23, 2026

ଡ୍ରଗ୍ସ ମାମଲାରେ ବଲିଉଡ ଅଭିନେତା ରୋହୁଲ୍ଲା ମେହେଦିଙ୍କୁ ଗିରଫ କଲା ପୋଲିସ

August 23, 2026

ଗ୍ରାମୀଣ ଜୀବନ ଓ କୃଷି ସମସ୍ୟାର ସମାଧାନ ନେଇ ସୋଆ ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରୟାସ

August 23, 2026
Latest News

‘ଓଡ଼ିଶା ଫାର୍ମାସୀ ଅଧିକାରୀ ସେବା ସଂଘ’ର ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

August 23, 2026

ICC Test Ranking: ଇତିହାସ ରଚିଲା ବାଂଲାଦେଶ

August 23, 2026

ଡ୍ରଗ୍ସ ମାମଲାରେ ବଲିଉଡ ଅଭିନେତା ରୋହୁଲ୍ଲା ମେହେଦିଙ୍କୁ ଗିରଫ କଲା ପୋଲିସ

August 23, 2026

ଗ୍ରାମୀଣ ଜୀବନ ଓ କୃଷି ସମସ୍ୟାର ସମାଧାନ ନେଇ ସୋଆ ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରୟାସ

August 23, 2026

ଉତ୍ତରପ୍ରଦେଶ ଏକ୍ସପ୍ରେସୱେରୁ ୧୫.୩୯ କୋଟି ମୂଲ୍ୟର ୧୦ କିଲୋ ସୁନା ଜବତ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.