Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀରୁ 239 କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 302
ଆଜିର ଖବର

ଆଜି ରାଜଧାନୀରୁ 239 କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 302

October 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି 239 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ନୂତନ 239 ଆକ୍ରାନ୍ତଙ୍କ ମଧ୍ୟରୁ 63 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ 176ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

Update on newly detected #COVID19 cases in the last
24 hrs under the BMC area on 21st Oct 2020(till 9am). pic.twitter.com/ouj7F5XJ4g

— BMC (@bmcbbsr) October 21, 2020

ସେହିପରି ଆଜି ରାଜଧାନୀରୁ 302 ଜଣ ସୁସ୍ଥ ହୋଇଛନ୍ତି । ନୂତନ ଚିହ୍ନଟ 239 କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିଙ୍କ ସଂଖ୍ୟା 27 ହଜାର 909ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 25 ହଜାର 60ଜଣ । ସେହିପରି 144ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 2ହଜାର648ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

କରୋନା ବିଏମ୍‌ସି
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.