Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1196କୁ ବୃଦ୍ଧି
ଆଜିର ଖବର

ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1196କୁ ବୃଦ୍ଧି

October 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ  3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ବର ଓ ସୁବର୍ଣ୍ଣପୁର, ଢେଙ୍କାନାଳରୁ 2 ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କଟକ, ରାଉରକେଲା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1196କୁ ବୃଦ୍ଧି ହୋଇଛି ।

ମୟୂରଭଞ୍ଜର 70, 72, ଓ 57 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନୁଗୁଳରୁ 84 ଓ 45 ବର୍ଷୀୟ ଦୁଇ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳର ଅନ୍ୟ ଜଣେ 84 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବରର 78 ଓ 73 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳରୁ ଜଣେ 50 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 42 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ସୁବର୍ଣ୍ଣପୁରରୁ ଜଣେ 65 ବର୍ଷୀୟା ମହିଳା ଓ ଜଣେ 41 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଉରକେଲାରୁ ଜଣେ 29 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ କଟକରୁ 73 ବର୍ଷୀୟ ପୁରୁଷ ଆକ୍ରାନ୍ତ, ପୁରୀରୁ 48 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025
Latest News

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.