Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1196କୁ ବୃଦ୍ଧି
ଆଜିର ଖବର

ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1196କୁ ବୃଦ୍ଧି

October 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ  3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ବର ଓ ସୁବର୍ଣ୍ଣପୁର, ଢେଙ୍କାନାଳରୁ 2 ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କଟକ, ରାଉରକେଲା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1196କୁ ବୃଦ୍ଧି ହୋଇଛି ।

ମୟୂରଭଞ୍ଜର 70, 72, ଓ 57 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନୁଗୁଳରୁ 84 ଓ 45 ବର୍ଷୀୟ ଦୁଇ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳର ଅନ୍ୟ ଜଣେ 84 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବରର 78 ଓ 73 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳରୁ ଜଣେ 50 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 42 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ସୁବର୍ଣ୍ଣପୁରରୁ ଜଣେ 65 ବର୍ଷୀୟା ମହିଳା ଓ ଜଣେ 41 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଉରକେଲାରୁ ଜଣେ 29 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ କଟକରୁ 73 ବର୍ଷୀୟ ପୁରୁଷ ଆକ୍ରାନ୍ତ, ପୁରୀରୁ 48 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026
Latest News

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.