Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀରୁ 201 କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 292
ଆଜିର ଖବର

ଆଜି ରାଜଧାନୀରୁ 201 କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 292

October 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି 201 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ନୂତନ 201 ଆକ୍ରାନ୍ତଙ୍କ ମଧ୍ୟରୁ 64 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ 137ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

ସେହିପରି ଆଜି ରାଜଧାନୀରୁ 292 ଜଣ ସୁସ୍ଥ ହୋଇଛନ୍ତି । ନୂତନ ଚିହ୍ନଟ 201 କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିଙ୍କ ସଂଖ୍ୟା 28 ହଜାର 110ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 25 ହଜାର 352ଜଣ । ସେହିପରି 146ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 2ହଜାର591ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିସ୍ତୃତ ରାଶିଫଳ: ଜୁନ ୧୬ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

June 16, 2026

ଯୁଦ୍ଧବିରତି ନା ଆତ୍ମସମର୍ପଣ? ଟ୍ରମ୍ପ-ଇରାନ ଚୁକ୍ତିକୁ ନେଇ ବଢ଼ୁଛି ଚର୍ଚ୍ଚା

June 15, 2026

ପଶ୍ଚିମବଂଗ ଦିଘା ରୁ ‘ଧାମ’ ଶବ୍ଦ ଉଠିବା ପରେ ପୁରୀରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

ଆମେରିକା-ଇରାନ ଚୁକ୍ତି ମଧ୍ୟରେ ଏଲପିଜି ଓ ପେଟ୍ରୋଲ ନେଇ ଭାରତ ସରକାରଙ୍କ ବଡ଼ ବୟାନ

June 15, 2026
Latest News

ସ୍ଲୋଭାକ ଗଣରାଜ୍ୟର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

June 16, 2026

ବିସ୍ତୃତ ରାଶିଫଳ: ଜୁନ ୧୬ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

June 16, 2026

ଭାରତ-ସ୍ଲୋଭାକିଆ ମିଳିତ ବିବୃତ୍ତି

June 15, 2026

ଯୁଦ୍ଧବିରତି ନା ଆତ୍ମସମର୍ପଣ? ଟ୍ରମ୍ପ-ଇରାନ ଚୁକ୍ତିକୁ ନେଇ ବଢ଼ୁଛି ଚର୍ଚ୍ଚା

June 15, 2026

ପଶ୍ଚିମବଂଗ ଦିଘା ରୁ ‘ଧାମ’ ଶବ୍ଦ ଉଠିବା ପରେ ପୁରୀରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.