Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା +3 ପାଇଁ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା
ଆଜିର ଖବର

ପ୍ରକାଶ ପାଇଲା +3 ପାଇଁ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା

October 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଯୁକ୍ତ ତିନି ନାମଲେଖା ପାଇଁ ପ୍ରକାଶ ପାଇଲା ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା । 96 ହଜାର 515 ଜଣ ଆବେଦନ କରିଥିବାବେଳେ 22 ହଜାର 016ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି । ସେହିପରି 39 ହଜାର 825ଜଣ ସ୍ଲାଇଡ୍‌ ଅପ୍‌ ଆବେଦନ କରିଥିବାବେଳେ ଚୟନ ହୋଇଛନ୍ତି 9 ହଜାର 276ଜଣ । ଦ୍ବିତୀୟ ପର୍ଯ୍ୟାୟରେ କଳା ବିଭାଗରେ ସାଧାରଣ ବର୍ଗର କଟ୍‌ ଅଫ୍‌ ମାର୍କ ତାଲିକାରେ ବିଜେବି କଲେଜ ଶୀର୍ଷରେ ରହିଛି। ଏଠାରେ କଟ୍‌ ଅଫ୍‌ ମାର୍କ 89% ଥିବା ବେଳେ ବଲାଙ୍ଗୀରର ରାଜେନ୍ଦ୍ର କଲେଜର କଟ୍‌ ଅଫ୍‌ ମାର୍କ 78%,ପୁରୀ ଏସ୍‌ସିଏସ୍‌ କଲେଜର 73%, ଶୈଳବାଳା ମହିଳା ମହାବିଦ୍ୟାଳୟର 61% କଟ୍‌ ଅଫ୍‌ ମାର୍କ ରହିଛି। ବିଜ୍ଞାନ ବିଭାଗରେ ବି ବିଜେବି କଲେଜ ଶୀର୍ଷରେ ରହିଛି। ଏଠାରେ 95% କଟ୍‌ ଅଫ୍‌ ମାର୍କ ଥିବା ବେଳେ ଭୁବନେଶ୍ୱରସ୍ଥିତ ରାଜଧାନୀ କଲେଜର କଟ୍‌ ଅଫ୍‌ ମାର୍କ 87%, ଖୋର୍ଦ୍ଧାସ୍ଥିତ ପ୍ରାଣନାଥ କଲେଜରେ 66%, କଟକର ଷ୍ଟେୱାର୍ଟ ସାଇନ୍ସ କଲେଜରେ 72% କଟ୍‌ ଅଫ୍‌ ମାର୍କ ରହିଛି। ବାଣିଜ୍ୟ ବିଭାଗରେ ମଧ୍ୟ ବିଜେବି କଲେଜ ଶୀର୍ଷରେ ରହିଛି। ଏଠାରେ ବାଣିଜ୍ୟ ବିଭାଗ ପାଇଁ 86% କଟ୍‌ ଅଫ୍‌ ମାର୍କ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କ ଆକାଉଣ୍ଟରେ ଜମା ହେବ କି କିଷାନ ସମ୍ମାନ ନିଧିର 2000 ଟଙ୍କା?: ତୁରନ୍ତ କରନ୍ତୁ ଯାଞ୍ଚ

October 7, 2025

ଆଇନଜୀବୀ ପୀତବାସ ପଣ୍ଡା ଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

October 7, 2025

ବ୍ରହ୍ମପୁରରେ ବିଜେପି ନେତାଙ୍କୁ ଗୁଳି ମାଡ଼: ବଡ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର

October 7, 2025

ଖୁବ ଶିଘ୍ର ଶ୍ରୀମୟୀ ମିଶ୍ର ଏହି ଦଳରେ ଦେବେ ଯୋଗ !! ମିଳୁଛି ବଡ ଅଫର

October 7, 2025
Latest News

ଶସ୍ତା ହେବାକୁ ଯାଉଛି ଇଲେକ୍ଟ୍ରିକ୍ କାର!: ନୀତିନ ଗଡକରୀ କଲେ ଘୋଷଣା, ଜାଣନ୍ତୁ କେବେ ମିଳିବ ଲାଭ?

October 7, 2025

ଆପଣଙ୍କ ଆକାଉଣ୍ଟରେ ଜମା ହେବ କି କିଷାନ ସମ୍ମାନ ନିଧିର 2000 ଟଙ୍କା?: ତୁରନ୍ତ କରନ୍ତୁ ଯାଞ୍ଚ

October 7, 2025

ଆଇନଜୀବୀ ପୀତବାସ ପଣ୍ଡା ଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

October 7, 2025

ପୁଣି ଆଉ 25% ଶୁଳ୍କ  ଲାଗୁ କଲେ ଟ୍ରମ୍ପ: ଜାଣନ୍ତୁ କେଉଁ ଦେଶଗୁଡିକ ହେବେ ପ୍ରଭାବିତ?

October 7, 2025

ଅନ୍ତର୍ଜାତୀୟ ସ୍ତରରେ ପୁଣି ଅପମାନିତ ହେଲା ପାକିସ୍ତାନ: ଭାରତ ଦେଲା କଡା ଜବାବ

October 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.