Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା +3 ପାଇଁ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା
ଆଜିର ଖବର

ପ୍ରକାଶ ପାଇଲା +3 ପାଇଁ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା

October 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଯୁକ୍ତ ତିନି ନାମଲେଖା ପାଇଁ ପ୍ରକାଶ ପାଇଲା ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା । 96 ହଜାର 515 ଜଣ ଆବେଦନ କରିଥିବାବେଳେ 22 ହଜାର 016ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି । ସେହିପରି 39 ହଜାର 825ଜଣ ସ୍ଲାଇଡ୍‌ ଅପ୍‌ ଆବେଦନ କରିଥିବାବେଳେ ଚୟନ ହୋଇଛନ୍ତି 9 ହଜାର 276ଜଣ । ଦ୍ବିତୀୟ ପର୍ଯ୍ୟାୟରେ କଳା ବିଭାଗରେ ସାଧାରଣ ବର୍ଗର କଟ୍‌ ଅଫ୍‌ ମାର୍କ ତାଲିକାରେ ବିଜେବି କଲେଜ ଶୀର୍ଷରେ ରହିଛି। ଏଠାରେ କଟ୍‌ ଅଫ୍‌ ମାର୍କ 89% ଥିବା ବେଳେ ବଲାଙ୍ଗୀରର ରାଜେନ୍ଦ୍ର କଲେଜର କଟ୍‌ ଅଫ୍‌ ମାର୍କ 78%,ପୁରୀ ଏସ୍‌ସିଏସ୍‌ କଲେଜର 73%, ଶୈଳବାଳା ମହିଳା ମହାବିଦ୍ୟାଳୟର 61% କଟ୍‌ ଅଫ୍‌ ମାର୍କ ରହିଛି। ବିଜ୍ଞାନ ବିଭାଗରେ ବି ବିଜେବି କଲେଜ ଶୀର୍ଷରେ ରହିଛି। ଏଠାରେ 95% କଟ୍‌ ଅଫ୍‌ ମାର୍କ ଥିବା ବେଳେ ଭୁବନେଶ୍ୱରସ୍ଥିତ ରାଜଧାନୀ କଲେଜର କଟ୍‌ ଅଫ୍‌ ମାର୍କ 87%, ଖୋର୍ଦ୍ଧାସ୍ଥିତ ପ୍ରାଣନାଥ କଲେଜରେ 66%, କଟକର ଷ୍ଟେୱାର୍ଟ ସାଇନ୍ସ କଲେଜରେ 72% କଟ୍‌ ଅଫ୍‌ ମାର୍କ ରହିଛି। ବାଣିଜ୍ୟ ବିଭାଗରେ ମଧ୍ୟ ବିଜେବି କଲେଜ ଶୀର୍ଷରେ ରହିଛି। ଏଠାରେ ବାଣିଜ୍ୟ ବିଭାଗ ପାଇଁ 86% କଟ୍‌ ଅଫ୍‌ ମାର୍କ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା, କେନ୍ଦ୍ର ଏବଂ ପୋଲିସକୁ ନୋଟିସ: ଏସଆଇଆର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଶୁଣାଣି

October 15, 2026

ପାକିସ୍ତାନରେ ସ୍କୁଲ ଛାତ ଭୁଶୁଡ଼ି ୨୭ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମୃତ୍ୟୁ

October 15, 2026

ରାଜନୈତିକ ଦଳ ଘୋଷଣା କଲେ ଦିବ୍ୟା ମିତ୍ତଲ: ଦେଲେ ତିନୋଟି ପ୍ରତିଶ୍ରୁତି

October 15, 2026

ରାଜ୍ୟପାଳ ହେବା ପରେ ବ୍ରଜମୋହନ ରାମଙ୍କ ଦଳୀୟ ପ୍ରେମ?: ନବୀନ ପଟ୍ଟନାୟକଙ୍କ କଡ଼ା ପ୍ରତିକ୍ରିୟା

October 15, 2026
Latest News

ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା, କେନ୍ଦ୍ର ଏବଂ ପୋଲିସକୁ ନୋଟିସ: ଏସଆଇଆର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଶୁଣାଣି

October 15, 2026

ହିନ୍ଦୁ ମନ୍ଦିରରେ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ, ଜଣେ ଗିରଫ

October 15, 2026

ପାକିସ୍ତାନରେ ସ୍କୁଲ ଛାତ ଭୁଶୁଡ଼ି ୨୭ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମୃତ୍ୟୁ

October 15, 2026

ଧର୍ମ ପରିବର୍ତ୍ତନ ପରେ ମିଳିବନି ଆରକ୍ଷଣ ସୁବିଧା: ସୁପ୍ରିମକୋର୍ଟ

October 15, 2026

ରାଜନୈତିକ ଦଳ ଘୋଷଣା କଲେ ଦିବ୍ୟା ମିତ୍ତଲ: ଦେଲେ ତିନୋଟି ପ୍ରତିଶ୍ରୁତି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.