Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଶହରାରେ ଖୋଲା ରହିବ ଆରଟିଓ
ଆଜିର ଖବର

ଦଶହରାରେ ଖୋଲା ରହିବ ଆରଟିଓ

October 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଗାଡି ରେଜିଷ୍ଟ୍ରେସନ ପାଇଁ ଦଶହରାରେ ଖୋଲା ରହିବ ଆରଟିଓ ଅଫିସ୍‌ । 24 ଏବଂ 26 ତାରିଖ ଦିନ ସମସ୍ତ ଆରଟିଓ ଅଫିସ୍‌ ଖୋଲା ରହିବ ନେଇ ସୂଚନା ରହିଛି । ଉଭୟ ଦିନ ଅପରାହ୍ନ 3ଟାରୁ 5ଟା ପର୍ଯ୍ୟନ୍ତ 2ଘଣ୍ଟା ପାଇଁ ଆରଟିଓ ଅଫିସ୍‌ ଖୋଲା ରହିବ । ଆରଟିଓ ଅଫିସ୍‌ ଦଶହରାରେ ଖୋଲା ରହିବ ନେଇ ଏସ୍‌ଟିଏ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

RTOs will remain open from 3 PM to 5 PM on 24th and 26th October to facilitate registration of vehicles during Dushara Holidays. The RTOs will also approve registration of NTV vehicles done through dealer point on all four days on work from home basis. @CTOdisha pic.twitter.com/F2GX8gQpnc

— State Transport Authority, Odisha (@STAOdisha) October 22, 2020

ଆରଟିଓ
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Latest News

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.