Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪ ହଜାର ୩୬୬ ନୂତନ ଆକ୍ରାନ୍ତ ଚିହ୍ନଟ: ୬୯୦ ମୃତ୍ୟୁ
ଆଜିର ଖବର

୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪ ହଜାର ୩୬୬ ନୂତନ ଆକ୍ରାନ୍ତ ଚିହ୍ନଟ: ୬୯୦ ମୃତ୍ୟୁ

October 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪ ହଜାର ୩୬୬ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୭ ଲକ୍ଷ ୬୧ ହଜାର ୩୧୨କୁ ବୃଦ୍ଧି ହୋଇଛି। ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୭.୦୬ ଲକ୍ଷରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୬୯୦ ଜଣଙ୍କ ମୃତ୍ୟୁ ଘଟିବା ସହିତ ମୃତକଙ୍କ ସଂଖ୍ୟା ୧ ଲକ୍ଷ ୧୭ ହଜାର ୩୦୬ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬୯ ଲକ୍ଷ ୪୮ ହଜାର ୪୯୭ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୫ ହଜାର ୫୦୯ ରହିଛି।

corona-cases india
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

କରୈକଲ୍‌ର ମହିଳା ମତ୍ସ୍ୟଜୀବୀଙ୍କୁ ସ୍ୱାବଲମ୍ବୀ କରିଛି ସାମୁଦ୍ରିକ ଶୈବାଳ ଚାଷ

September 4, 2026

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026
Latest News

ଜିମ୍‌ରେ ଝାଳ, ହୃଦୟରେ ବିପଦ? ICMR ଅଧ୍ୟୟନରେ ଖୋଲିଲା ବିପଦର ରହସ୍ୟ

September 4, 2026

ତୀର୍ଥରୁ ସମୁଦ୍ରତଟ, ସଂସ୍କୃତିରୁ ଆଧ୍ୟାତ୍ମିକତା: ରେଳପଥରେ ଦକ୍ଷିଣ ଭାରତ ଯାତ୍ରା

September 4, 2026

ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍‌କୋର ଜମି ମଞ୍ଜୁରୀ

September 4, 2026

ଆଘାତ ନଥାଇ ହଠାତ୍ ଗୋଡ଼ରେ ଯନ୍ତ୍ରଣା ହେଉଛି କି ! ଶରୀରର ଏହି ‘ସିଗନାଲ୍‌’କୁ ବୁଝନ୍ତୁ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.