Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ଆଉ ୧ ହଜାର ୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଆଜି ରାଜ୍ୟରେ ଆଉ ୧ ହଜାର ୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

October 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୩୧ ଜଣ ଚିହ୍ନଟ ହୋଇଥିବାବେଳେ ୭୬୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୮୮୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୫୭ ହଜାର ୪୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୯ହଜାର ୫୭୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୧୯୬ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୭୯୩ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୦୮ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୭, ବାଲେଶ୍ବରରୁ ୪୦, ବରଗଡରୁ ୬୧, ଭଦ୍ରକରୁ ୬୮, ବଲାଙ୍ଗିରରୁ ୭୬, ବୌଦ୍ଧରୁ ୪, କଟକରୁ ୧୬୦,  ଦେବଗଡରୁ ୮,  ଢେଙ୍କାନାଳରୁ ୨୨, ଗଜପତିରୁ ୧୧, ଗଞ୍ଜାମରୁ ୧୬, ଜଗତସିଂହପୁରରୁ  ୫୨, ଯାଜପୁରରୁ ୭୬, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୪୫, କନ୍ଧମାଳରୁ ୨୦, କେନ୍ଦ୍ରାପଡାରୁ ୬୧, କେଉଁଝରରୁ ୬୩, କୋରାପୁଟରୁ ୩୪, ମାଲକାନଗିରିରୁ ୩୪,  ମୟୂରଭଞ୍ଜରୁ ୧୦୪, ନବରଙ୍ଗପୁରରୁ ୬୫, ନୟାଗଡରୁ ୩୪, ନୂଆପଡାରୁ ୮୪, ପୁରୀରୁ ୮୨, ରାୟଗଡାରୁ ୧୪,  ସମ୍ବଲପୁରରୁ ୪୦, ସୋନପୁରରୁ ୮, ସୁନ୍ଦରଗଡରୁ ୯୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୪୪ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

 

corona Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଆଉ ଦୁର୍ବଳ ନୁହେଁ, ବିଶ୍ୱରେ ବଢ଼ୁଛି ସାମର୍ଥ୍ୟ: ରାଜନାଥ ସିଂହ

October 28, 2026

ନକଲି ISI ମାର୍କା ପାଣି ବୋତଲ କାରଖାନା ଉପରେ ରେଡ୍: ୮ ହଜାରରୁ ଅଧିକ ବୋତଲ ଜବତ

October 28, 2026

ICC ରାଙ୍କିଙ୍ଗ୍‌ରେ ବଡ ଓଲଟପାଲଟ: ଅଭିଷେକ ପୁଣି ନମ୍ବର ୱାନ, ଜାନସେନଙ୍କ ଡବଲ ଧମାକା

October 28, 2026

ଜ୍ଞାନେଶ କୁମାରଙ୍କ ବିରୋଧରେ INDIA ମେଣ୍ଟର ‘ସାର୍ବଜନୀନ ମହାଭିଯୋଗ’ କାର୍ଯ୍ୟକ୍ରମ

October 28, 2026
Latest News

ଭାରତ ଆଉ ଦୁର୍ବଳ ନୁହେଁ, ବିଶ୍ୱରେ ବଢ଼ୁଛି ସାମର୍ଥ୍ୟ: ରାଜନାଥ ସିଂହ

October 28, 2026

ନକଲି ISI ମାର୍କା ପାଣି ବୋତଲ କାରଖାନା ଉପରେ ରେଡ୍: ୮ ହଜାରରୁ ଅଧିକ ବୋତଲ ଜବତ

October 28, 2026

ICC ରାଙ୍କିଙ୍ଗ୍‌ରେ ବଡ ଓଲଟପାଲଟ: ଅଭିଷେକ ପୁଣି ନମ୍ବର ୱାନ, ଜାନସେନଙ୍କ ଡବଲ ଧମାକା

October 28, 2026

ଜ୍ଞାନେଶ କୁମାରଙ୍କ ବିରୋଧରେ INDIA ମେଣ୍ଟର ‘ସାର୍ବଜନୀନ ମହାଭିଯୋଗ’ କାର୍ଯ୍ୟକ୍ରମ

October 28, 2026

ଦୁର୍ବଳ ହେଉଛି ବାତ୍ୟା ‘ଅର୍ଣ୍ଣବ’: ଆଗାମୀ ୨୪ ଘଣ୍ଟା ଓଡ଼ିଶା ପାଇଁ ଗୁରୁତ୍ୱପୂର୍ଣ୍ଣ

October 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.