Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିର ୨ ଲୋକସଭା ଓ ୯ ବିଧାନସଭା ପ୍ରାର୍ଥୀ ଘୋଷଣା
ଆଜିର ଖବର

ବିଜେପିର ୨ ଲୋକସଭା ଓ ୯ ବିଧାନସଭା ପ୍ରାର୍ଥୀ ଘୋଷଣା

March 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bjp candidate list
bjp candidate list

ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜି ୨ ଲେକସଭା ଏବଂ ୯ ବିମଧାନସଭା ଆସନ ନିମନ୍ତେ ପ୍ରର୍ଥୀପତ୍ର ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ଘୋଷଣାରେ ଦଳରେ ନୂତନ ଭାବେ ଯାେଗଦେଇଥିବା ତଥା ଅନ୍ୟ ରାଜନୈତିକ ଦଳରୁ ଆସିଥିବା ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ ଦିଆଯାଇଛି । ଆଜି ବିଜେପିକୁ ଫେରିଥିବା ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ କନ୍ଧମାଳ ଲୋକସଭା ଆସନରୁନିର୍ବାଚନ ଲଢ଼ିବେ। ସେହିପରି ଗତକାଲି ଦଳରେ ସାମିଲ ହୋଇଥିବା ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର କଟକ ଲୋକସଭା ଆସନରୁପ୍ରତିଦ୍ୱନ୍ଦ୍ୱିତା କରିବେ।

ଲାେକସଭା ପ୍ରାର୍ଥୀ

୧-ପ୍ରକାଶ ମିଶ୍ର : କଟକ

୨-ଖାରବେଳ ସ୍ବାଇଁ : କନ୍ଧମାଳ

ବିଧାନସଭା ପ୍ରର୍ଥୀ

୧-ଝାରସୁଗୁଡା: ଦୀନେଶ ଜୈନ୍‌

୨-ଭଣ୍ଡାରୀପୋଖରୀ : ବଦ୍ରି ନାରାୟଣ ଧଳ

୩-ଫୁଲବାଣୀ : ଦେବ ନାରାୟଣ ପ୍ରଧାନ

୪-ପାରଦ୍ବୀପ : ସମ୍ପଦ ସ୍ବାଇଁ

୫-ଜୟେଦବ : ନରେନ୍ଦ୍ର ନାୟକ

୬-ଜଟଣୀ : ବିଶ୍ବ ରଞ୍ଜନ ବଡଜେନା

୭-ବେଗୁନିଆ : ଋଷଭ ନନ୍ଦ

୮-ରେଢାଖୋଲ : ଦେବେନ୍ଦ୍ର ମହାପାତ୍ର

୯-ଭଦ୍ରକ : ଡକ୍ଟର ପ୍ରଦୀପ ନାୟକ

 

BJP candidates list releases thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୮ ତାରିଖରେ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

February 8, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026
Latest News

ଆଜି ଫେବୃୟାରୀ ୮ ତାରିଖରେ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

February 8, 2026

ବିଜୟ ସହିତ ବିଶ୍ଵକପ ଅଭିଯାନ ଆରମ୍ଭ କଲା ଭାରତ: ୨୯ ରନ୍ ରେ ଆମେରିକା ପରାସ୍ତ

February 7, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.