Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାୟୁସେନାରେ ସାମିଲ ହେଲା ୪ ଚିନୁକ୍‌ ହେଲିକପ୍ଟର
ଆଜିର ଖବର

ବାୟୁସେନାରେ ସାମିଲ ହେଲା ୪ ଚିନୁକ୍‌ ହେଲିକପ୍ଟର

March 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Indian Air Force inducts four Chinook heavy-lift choppers
Indian Air Force inducts four Chinook heavy-lift choppers

ଅତ୍ୟଧିକ ଓଜନ ଉତ୍ତୋଳନ କରିପାରୁଥିବା ୧୫ଟି ଚିନୁକ୍‌ ହେଲିକପ୍ଟର୍‌ରୁ ପ୍ରଥମ ଚାରିଟିକୁ ସୋମବାର ଦିନ ଚଣ୍ଡିଗଡ଼ରେ ଭାରତୀୟ ବାୟୁସେନାରେ ସାମିଲ କରାଯାଇଛି। ବାୟୁସେନା ମୁଖ୍ୟ ମାର୍ସାଲ୍‌ ବିଏସ୍‌ ଧନୋଆ ଏହି ହେଲିକପ୍ଟର୍‌ଗୁଡ଼ିକୁ ବାୟୁସେନାରେ ସାମିଲ କରାଯାଇଛନ୍ତି। ସମୁଦ୍ର ପତ୍ତନ ଠାରୁ ବହୁ ଉଚ୍ଚତାରେ ଅବସ୍ଥିତ ସ୍ଥାନଗୁଡ଼ିକରେ ସୈନିକ ଏବଂ ଯନ୍ତ୍ରପାତି ପରିବହନ ନିମନ୍ତେ ଏହି ବିମାନ ବ୍ୟବହାର କରାଯିବ। ୧୫ ଚିନୁକ ହେଲିକପ୍ଟର୍‌ ସକାଶେ ଭାରତ ସେପ୍ଟେମ୍ବର ୨୦୧୫ରେ ଯୁକ୍ତରାଷ୍ଟ୍ର ଆମେରିକା ସହ ୧. ୫ ବିଲିୟନ୍‌ ଡଲାର୍‌ ରାଜିନାମା ସ୍ୱାକ୍ଷର କରିଥିଲା। ଗତ ମାସରେ ସେଥିରୁ ପ୍ରଥମ ୪ଟ ହେଲିକପ୍ଟର୍‌ ଯୁକ୍ତରାଷ୍ଟ୍ର ଆମେରିକାରୁ ଆସି ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚି ଥିଲା। ସେଠାରୁ ସେସବୁକୁ ଚଣ୍ଡିଗଡ଼ ନିଆଯାଇଥିଲା। ଏହି ହେଲିକପ୍ଟର୍‌ ବ୍ୟବହାର କରିବାରେ ଭାରତ ହେଉଛି ବିଶ୍ୱର ୧୯ତମ ଦେଶ। ୨୩, ୦୦୦ କିଲୋଗ୍ରାମ୍‌ ଓଜନ ଉଠାଇ ଏହା ଘଣ୍ଟାପ୍ରତି ସର୍ବାଧିକ ୩୦୨ କିଲୋମିଟର୍‌ ବେଗରେ ଗତି କରିବ। ଏହାଛଡ଼ା ଚିନୁକ ହେଲିକପ୍ଟର୍‌କୁ ସାମରିକ ଅଭିଯାନ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜନ କରାଯାଇ ପାରିବ।

iaf thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026

ଇରାନ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ: ତେହେରାନ ସମେତ ଅନେକ ସ୍ଥାନରେ ବିସ୍ଫୋରଣ

February 28, 2026

“ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ବଢୁଥିବା ଅର୍ଥନୀତି”: ମୁମ୍ବାଇରେ ପହଞ୍ଚି ଭାରତକୁ ପ୍ରଶଂସା କଲେ କାନାଡା ପିଏମ

February 28, 2026

୩ ଦାମୀ ମୋଟରସାଇକେଲ ଜବତ କଲା ବଡ଼ବଜାର ଥାନା ପୋଲିସ: ଲୁଟେରା ଗିରଫ

February 28, 2026
Latest News

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026

ନବୀନ ପଟ୍ଟନାୟକ ଘୋଷଣା କଲେ ଦୁଇ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ, ସେମାନଙ୍କ ନାମ ହେଲା

February 28, 2026

ଇରାନ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ: ତେହେରାନ ସମେତ ଅନେକ ସ୍ଥାନରେ ବିସ୍ଫୋରଣ

February 28, 2026

“ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ବଢୁଥିବା ଅର୍ଥନୀତି”: ମୁମ୍ବାଇରେ ପହଞ୍ଚି ଭାରତକୁ ପ୍ରଶଂସା କଲେ କାନାଡା ପିଏମ

February 28, 2026

୩ ଦାମୀ ମୋଟରସାଇକେଲ ଜବତ କଲା ବଡ଼ବଜାର ଥାନା ପୋଲିସ: ଲୁଟେରା ଗିରଫ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.