Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1229କୁ ବୃଦ୍ଧି
ଆଜିର ଖବର

ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1229କୁ ବୃଦ୍ଧି

October 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା, ମୟୂରଭଞ୍ଜ ଓ ସୁନ୍ଦରଗଡରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ଅନୁଗୁଳ, ବାଲେଶ୍ବର ଓ ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1229କୁ ବୃଦ୍ଧି ହୋଇଛି ।

ଖୋର୍ଦ୍ଧାର ଦୁଇ ମୃତକ ହେଲେ ଭୁବନେଶ୍ବରର 64 ବର୍ଷୀୟ ପୁରୁଷ, 39 ବର୍ଷୀୟା ମହିଳା ରହିଥିବାବେଳେ ମୟୂରଭଞ୍ଜର 2 ମୃତକଙ୍କ ମଧ୍ୟରେ 62 ଓ 42 ବର୍ଷୀୟ ପୁରୁଷ । ସେହିପରି ସୁନ୍ଦରଗଡର 2 ମୃତକ ମଧ୍ୟରେ 73 ଓ 78 ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି କନ୍ଧମାଳର 62 ବର୍ଷୀୟ ମହିଳା, ବାଲେଶ୍ବରର 52 ବର୍ଷୀୟା ମହିଳା, ଅନୁଗୁଳରୁ 60 ବର୍ଷୀୟ ପୁରୁଷ, ବୌଦ୍ଧରୁ 51 ବର୍ଷୀୟ ମହିଳା, ବରଗଡରୁ 53 ବର୍ଷୀୟ ପୁରୁଷ, ଝାରସୁଗୁଡାରୁ 60 ବର୍ଷୀୟ ପୁରୁଷ, ପୁରୀରୁ 48 ବର୍ଷୀୟ ପୁରୁଷ, ସମ୍ବଲପୁରରୁ 60 ବର୍ଷୀୟ ପୁରୁଷ, ଗଜପତିରୁ 69 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026
Latest News

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.