Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଉପନିର୍ବାଚନ: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ବିଜେଡି ବିରୋଧରେ ଅଭିଯୋଗ କଲା ବିଜେପି
ଆଜିର ଖବର

ଓଡିଶା ଉପନିର୍ବାଚନ: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ବିଜେଡି ବିରୋଧରେ ଅଭିଯୋଗ କଲା ବିଜେପି

October 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ଉପନିର୍ବାଚନ: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ବିଜେଡି ବିରୋଧରେ ଅଭିଯୋଗ କଲା ବିଜେପି

ଭୁବନେଶ୍ୱର : ବାଲେଶ୍ୱର ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ବିଜେଡି ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ କରୁଥିବାବେଳେ ଏବେ ସରକାରୀ ଅଧିକାରୀମାନେ ଶାସକ ଦଳକୁ ଜିତାଇବା କାର୍ଯ୍ୟରେ ଲାଗିପଡିଛନ୍ତି ।  ଖୋଦ୍ ସଦର ବ୍ଲକ ତହସିଲଦାର ତଥା ପ୍ରିଜାଇଡିଂ ଅଫିସର ଘର ଘର ବୁଲି ମିଛ ତଥ୍ୟ ଦର୍ଶାଇ ଲୋକଙ୍କ ଠାରୁ ବିଜେଡି ସପକ୍ଷରେ ଭୋଟ ସଂଗ୍ରହ କରୁଛନ୍ତି। ଏହିପରି ଅଭିଯୋଗ କରିଛି ରାଜ୍ୟ ବିଜେପି।

ସେହିପରି ତିର୍ତୋଲ ଉପନର୍ବାଚନରେ ଜଗତସିଂହପୁରର ପୂର୍ବତନ ଜିଲ୍ଲାପାଳ ସଂଗ୍ରାମ ମହାପାତ୍ର ବେଆଇନ ଭାବେ ନିଜ କ୍ଷମତାକୁ ଅପବ୍ୟବହାର କରି ନିର୍ବାଚନକୁ ପ୍ରଭାବିତ କରୁଛନ୍ତି । ରିଟଣ୍ଣିଂ ଅଫିସର ବାଲେଶ୍ୱର ସଦରରେ ବିଜେଡିକୁ ଜିତାଇବାର ମଙ୍ଗ ଧରିଛନ୍ତି ବୋଲି ବିଜେପି କହିଛି। ଏହା ବିରୁଦ୍ଧରେ ଦଳ ତରଫରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରି ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛି।

ଓଡିଶା ଉପନିର୍ବାଚନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026
Latest News

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.