Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌ : ଦୁଇ ମୃତ
ଆଜିର ଖବର

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌ : ଦୁଇ ମୃତ

October 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅନୁଗୁଳ : ଟ୍ରକ୍‌କୁ ପଛରୁ ଆଉ ଏକ ଟ୍ରକ୍‌ ଧକ୍କା ଦେବା ଫଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି। ଏକ କୋଇଲା ବୋଝେଇ ଟ୍ରକକୁ ପଛପଟୁ ଟ୍ରଲର୍ ଧକ୍କାଦେବା ଫଳରେ ଘଟଣାସ୍ଥଳରେ ଟ୍ରଲର୍ ଚାଳକ ଓ ହେଲପର୍ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଜରପଡ଼ା ଥାନାର 55 ନମ୍ବର ଜାତୀୟ ରାଜପଥରେ ଭାଗିରଥିପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଅନୁଗୁଳ ପଟୁ ସମ୍ବଲପୁର ଆଡ଼କୁ ଯାଉଥିବା ଏକ ଟ୍ରଲର୍ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରକ୍ ପଛରେ ଧକ୍କା ଦେଇଥିଲା। ଏହା ଫଳରେ ଟ୍ରଲର୍ ଚାଳକ ଓ ହେଲପର୍ ମୃତ୍ୟୁ ବରଣ କରିଥିଲେ। ଖବର ପାଇ ଜରପଡ଼ା ଥାନା ପୁଲିସ୍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କର ମୃତ ଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ମୃତକଙ୍କ ପରିଚୟ ସମ୍ପର୍କରେ କିଛି ସୂଚନା ମିଳିପାରିନାହିଁ ।

ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.