Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ଆଉ ୧ ହଜାର ୬୩୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରେ ଆଉ ୧ ହଜାର ୬୩୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

October 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୬୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୫୫ ଜଣ ଚିହ୍ନଟ ହୋଇଥିବାବେଳେ 678 ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୧ ହଜାର ୨୧୫କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୬୨ ହଜାର ୩୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୭ ହଜାର ୮୮୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୨୨୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୬୩୩ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୫୮ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୦, ବାଲେଶ୍ବରରୁ ୨୬, ବରଗଡରୁ ୫୩, ଭଦ୍ରକରୁ ୨୧, ବଲାଙ୍ଗିରରୁ ୮୦, ବୌଦ୍ଧରୁ ୩୫, କଟକରୁ ୧୩୨,  ଦେବଗଡରୁ ୮,  ଢେଙ୍କାନାଳରୁ ୩୯, ଗଜପତିରୁ ୧୩, ଗଞ୍ଜାମରୁ ୩୩, ଜଗତସିଂହପୁରରୁ  ୭୯, ଯାଜପୁରରୁ ୪୩, ଝାରସୁଗୁଡାରୁ ୫୪, କଳାହାଣ୍ଡିରୁ ୩୬, କନ୍ଧମାଳରୁ ୨୪, କେନ୍ଦ୍ରାପଡାରୁ ୧୦୫, କେଉଁଝରରୁ ୫୧, କୋରାପୁଟରୁ ୩୫, ମାଲକାନଗିରିରୁ ୫୩,  ମୟୂରଭଞ୍ଜରୁ ୪୨, ନବରଙ୍ଗପୁରରୁ ୪୧, ନୟାଗଡରୁ ୨୩, ନୂଆପଡାରୁ ୮୯, ପୁରୀରୁ ୫୮, ରାୟଗଡାରୁ ୧୧,  ସମ୍ବଲପୁରରୁ ୩୨, ସୋନପୁରରୁ ୨୨, ସୁନ୍ଦରଗଡରୁ ୧୦୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୧ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Latest News

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.