Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1245କୁ ବୃଦ୍ଧି
ଆଜିର ଖବର

ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1245କୁ ବୃଦ୍ଧି

October 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ, ବାଲେଶ୍ବର, ଢେଙ୍କାନାଳ, ଖୋର୍ଦ୍ଧା ଓ ସୁନ୍ଦରଗଡରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ, ଗଜପତି, ଗଞ୍ଜାମ, କେନ୍ଦୁଝର, ବରଗଡ, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1245କୁ ବୃଦ୍ଧି ହୋଇଛି ।

ଅନୁଗୁଳରୁ ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ 67 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 45 ବର୍ଷୀୟା ମହିଳା ରହିଛନ୍ତି । ଢେଙ୍କାନାଳରୁ ଦୁଇ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ବୟସ ଯଥାକ୍ରମେ 40 ଓ 46 ବର୍ଷ। ସେହିପରି ସୁନ୍ଦରଗଡରୁ 62 ବର୍ଷୀୟ ପୁରୁଷ ଓ 48 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବରରୁ  62 ବର୍ଷୀୟ ପୁରୁଷ, 50 ବର୍ଷୀୟ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ବାଲେଶ୍ବରର 66 ବର୍ଷୀୟ ପୁରୁଷ, 45 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ସେହିପରି ବରଗଡରୁ 67 ବର୍ଷୀୟ ପୁରୁଷ ଆକ୍ରାନ୍ତ, ଗଜପତିରୁ 65 ବର୍ଷୀୟ ପୁରୁଷ ଆକ୍ରାନ୍ତ, କେଉଁଝରରୁ 59 ବର୍ଷୀୟ ମହିଳା, ପୁରୀରୁ 82 ବର୍ଷୀୟ ପୁରୁଷ, ମାଲକାନଗିରିରୁ 75 ବର୍ଷୀୟ ପୁରୁଷ ଓ ଗଞ୍ଜାମରୁ 70 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026
Latest News

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.