Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ଆଉ ଏକ ଝଟ୍‌କା :  ଇସ୍ତଫା ଦେଲେ ବିଧାୟକ ରାହୁଲ୍‌ ସିଂ
ଆଜିର ଖବର

ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ଆଉ ଏକ ଝଟ୍‌କା :  ଇସ୍ତଫା ଦେଲେ ବିଧାୟକ ରାହୁଲ୍‌ ସିଂ

October 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ : ମଧ୍ୟପ୍ରଦେଶରେ ଉପନିର୍ବାଚନ ହେବା ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟ୍‌କା ଲାଗିଛି । କଂଗ୍ରେସର ଆଉ ଏକ ବିଧାୟକ ଉପନିର୍ବାଚନ ପୂର୍ବରୁ ବିଧାନସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଦମୋହର କଂଗ୍ରେସ ବିଧାୟକ ରାହୁଲ୍‌ ସିଂ ରବିବାର ଦିନ ଅନ୍ତରୀଣ କାର୍ଯ୍ୟକାରୀ ବାଚସ୍ପତି  ରାମେଶ୍ବର ଶର୍ମାଙ୍କ ସହ ସାକ୍ଷାତ କରି ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଦୁଇ ଦିନ ପୂର୍ବରୁ ରାହୁଲ୍‌ ଅନ୍ତରୀଣ କାର୍ଯ୍ୟକାରୀ ବାଚସ୍ପତି ରାମେଶ୍ବର ଶର୍ମାଙ୍କୁ ସାକ୍ଷାତ କରି ନିଜ ପଦବୀର ଇସ୍ତଫା ଦେବା ନେଇ ନିଷ୍ପତ୍ତି ନେଇଥିଲେ ବୋଲି ସୂଚନା ଦେଇଛନ୍ତି ରାମେଶ୍ବର ଶର୍ମା । ରାହୁଲ୍‌ ସିଂଙ୍କ ଇସ୍ତଫା ପରେ ମଧ୍ୟପ୍ରଦେଶ ବିଧାନସଭାରେ ଆଉ ଏକ ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ରାହୁଲ୍‌ ସିଂ ପ୍ରଥମ ଥର ପାଇଁ ବିଧାୟକ ହୋଇଥିଲେ ମାତ୍ର ଦେଢ ବର୍ଷ ପରେ ରବିବାର ଦିନ ସେ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ।

ସୂଚନାଯୋଗ୍ୟ, ପୂର୍ବରୁ କଂଗ୍ରେସର 25 ବିଧାୟକ କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟିରେ ସାମିଲ୍‌ ହୋଇଛନ୍ତି । ଆସନ୍ତା ନଭେମ୍ବର  3 ତାରିଖରେ ମଧ୍ୟପ୍ରଦେଶରେ 28 ଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026

ରେଳ ସୁରକ୍ଷା କମିଶନରଙ୍କ ଦ୍ୱାରା ପୁରୁଣାକଟକ-ଚାରିଛକ ମଧ୍ୟରେ ନୂତନ ରେଳ ଲାଇନ୍ କାର୍ଯ୍ୟ ନିରୀକ୍ଷଣ

September 30, 2026
Latest News

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.