Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ : ଦିନକରେ 36 ହଜାର 469 ଆକ୍ରାନ୍ତ ଚିହ୍ନଟ, 488 ମୃତ
ଆଜିର ଖବର

କରୋନା ଅପଡେଟ୍‌ : ଦିନକରେ 36 ହଜାର 469 ଆକ୍ରାନ୍ତ ଚିହ୍ନଟ, 488 ମୃତ

October 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଗ୍ରାଫ୍‌ ତଳକୁ ଖସିବାରେ ଲାଗିଛି । ଗତ 24 ଘଣ୍ଟାରେ 36 ହଜାର 469 ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 488ଜଣଙ୍କର ମୃତ୍ୟୁ ହୋଇଛି ।  ଦେଶରେ କରୋନା ମୃତ୍ୟୁ ସଂଖ୍ୟା 1 ଲକ୍ଷ 19 ହଜାର 502କୁ ବୃଦ୍ଧି । ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 79 ଲକ୍ଷ46 ହଜାର 429କୁ ବୃଦ୍ଧି ହୋଇଛି । ସେହିପରି ଏବେ ସୁଦ୍ଧା ଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 6 ଲକ୍ଷ 25 ହଜାର 857 ରହିଥିବାବେଳେ ସୁସ୍ଥ ହୋଇଛନ୍ତି 72 ଲକ୍ଷ 01 ହଜାର 70ଜଣ । ଦେଶରେ ମୃତ୍ୟୁହାର ଲଗାତାର ଭାବରେ ହ୍ରାସ ହେବାରେ ଲାଗିଛି । ଏବେ ଦେଶରେ ମୃତ୍ୟହାର 1.5% ରହିଛି । ଆଇସିଏମଆର ସୂଚନାଯାୟୀ ଦେଶରେ ଏବେ ସୁଦ୍ଧା ମୋଟ୍‌ 10 କୋଟି 44 ଲକ୍ଷ 20 ହଜାର 894 ନମୁନା ପରୀକ୍ଷଣ ହୋଇଛି । (ଏଜେନ୍ସି)

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.