Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରେମ ସମ୍ପର୍କ ପାଇଁ ଯୁବକଙ୍କୁ ପିଟି ପିଟି ହତ୍ୟା
ଆଜିର ଖବର

ପ୍ରେମ ସମ୍ପର୍କ ପାଇଁ ଯୁବକଙ୍କୁ ପିଟି ପିଟି ହତ୍ୟା

October 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଧର୍ମଗଡ :  ଗୋଲାମୁଣ୍ଡା ଥାନା ଗୋଏଣ୍ଡିମୁଣ୍ଡା ଗାଁ ମୁଣ୍ଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ପ୍ରେମଜନିତ କାରଣରୁ ହତ୍ୟା କରାଯାଇଥିବା ନେଇ ଥାନାର ଅଭିଯୋଗ ହୋଇଛି । ଗତକାଲି ଯୁବକ ଜଣକ ନିଜ ପ୍ରେମିକାଙ୍କୁ ଦେଖା କରିବାକୁ ଗୋଏଣ୍ଡାମୁଣ୍ଡା ଯାଇଥିଲେ । ଯୁବକଙ୍କୁ ଧରି ପିଟି ପିଟି ହତ୍ୟା କରାଯାଇଥିବାର ଅଭିଯୋଗ କରିଛନ୍ତି ମୃତକଙ୍କ ଭାଇ ।

ମିଳିଥିବା ସୂଚନା ଅନୁସାରେ, ଗୋଲାମୁଣ୍ଡା ଥାନା ଖଲିଆକାନୀର ଦିଲୀପ ମେହେର କଏନ୍ଦିମୁଣ୍ଡା ଗାଁର ଜଣେ ଯୁବତୀଙ୍କୁ ଭଲ ପାଉଥିଲେ। ଯାହାକୁ ଯୁବତୀଙ୍କ ପରିବାର ଲୋକେ ବିରୋଧ କରୁଥିଲେ।ଗତକାଲି ଦିଲ୍ଲୀପ ପ୍ରେମିକାଙ୍କ ଗାଁକୁ ଯାଇଥିବାବେଳେ  ଗାଁ ମୁଣ୍ଡରେ ଦିଲୀପଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଥିଲା । ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ପୁଲିସ ପ୍ରେମିକାଙ୍କ ପରିବାର ଲୋକଙ୍କୁ ଅଟକ ରଖିଥିବା ଜଣାପଡ଼ିଛି। ଏହି ଅଭିଯୋଗରେ ମୃତ ଯୁବକଙ୍କ ପ୍ରେମିକା, ତାଙ୍କ ବାପା, ମାଆ ଭାଇ ଥାନାରେ ଅଟକ ରଖିଛି ପୋଲିସ୍‌।

Share. Facebook Twitter LinkedIn Email WhatsApp Copy Link

Related Posts

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026
Latest News

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.