Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଆଉ ୧ ହଜାର ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ ଆଜି ଆଉ ୧ ହଜାର ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

October 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୨୯ ଜଣ ଚିହ୍ନଟ ହୋଇଥିବାବେଳେ ୫୧୮ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୩ ହଜାର ୯୪୨କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୬୬ ହଜାର ୧୦୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୬ ହଜାର ୫୧୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୨୫୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୨୪୭ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୦୬ ଚିହ୍ନଟ ହୋଥିବାବେଳେ ଅନୁଗୁଳରୁ ୬୯, ବାଲେଶ୍ବରରୁ ୨୩, ବରଗଡରୁ ୩୨, ଭଦ୍ରକରୁ ୭, ବଲାଙ୍ଗିରରୁ ୬୮, ବୌଦ୍ଧରୁ ୩୭, କଟକରୁ ୧୦୫,  ଦେବଗଡରୁ ୧୬,  ଢେଙ୍କାନାଳରୁ ୪୦, ଗଞ୍ଜାମରୁ ୧୭, ଜଗତସିଂହପୁରରୁ  ୫୪, ଯାଜପୁରରୁ ୩୨, ଝାରସୁଗୁଡାରୁ ୩୫, କଳାହାଣ୍ଡିରୁ ୪୦, କନ୍ଧମାଳରୁ ୧୧, କେନ୍ଦ୍ରାପଡାରୁ ୪୯, କେଉଁଝରରୁ ୪୧, କୋରାପୁଟରୁ ୨୬, ମାଲକାନଗିରିରୁ ୧୧,  ମୟୂରଭଞ୍ଜରୁ ୭୧, ନବରଙ୍ଗପୁରରୁ ୧୨, ନୟାଗଡରୁ ୧୪, ନୂଆପଡାରୁ ୩୮, ପୁରୀରୁ ୨୨, ରାୟଗଡାରୁ ୪,  ସମ୍ବଲପୁରରୁ ୨୪, ସୋନପୁରରୁ ୧୮, ସୁନ୍ଦରଗଡରୁ ୯୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୯ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।  ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୬ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026

ଏବେ ବିଶ୍ୱକୁ ମୁକ୍ତ ଭାବରେ ତେଲ ବିକ୍ରୟ କରିବ ଇରାନ: ଭାରତ ହେବ ଲାଭବାନ!

June 23, 2026
Latest News

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.