Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୧୦ ଜଣ କୋରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୧୦ ଜଣ କୋରୋନା ଆକ୍ରାନ୍ତ

October 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୨ ହଜାର ୧୦ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୨୬୯ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୬୪, ମୟୂରଭଞ୍ଜରୁ ୧୦୩, ସୁନ୍ଦରଗଡରୁ ୧୦୨, ସୋନପୁରରୁ ୯୯, କେନ୍ଦୁଝରରୁ ୮୯, ବଲାଙ୍ଗିରିରୁ ୮୬, ବରଗଡରୁ ୭୯, ଯାଜପୁରରୁ ୭୫, ଅନୁଗୁଳରୁ ୭୩, ନବରଙ୍ଗପୁରରୁ ୭୩, ବାଲେଶ୍ବରରୁ ୭୨, ଜଗତସିଂହପୁରରୁ ୬୭, କଳାହାଣ୍ଡିରୁ ୬୫, ନୟାଗଡରୁ ୬୩, କେନ୍ଦ୍ରାପଡାରୁ ୬୧, ସମ୍ବଲପୁରରୁ ୫୩, ପୁରୀରୁ ୪୭, ଝାରସୁଗୁଡାରୁ ୪୬, ନୂଆପଡାରୁ ୪୩, ଭଦ୍ରକରୁ ୪୦, ଢେଙ୍କାନାଳରୁ ୩୮, କୋରାପୁଟରୁ ୩୦, ମାଲକାନଗିରିରୁ ୨୯, କନ୍ଧମାଳରୁ ୨୭, ଗଞ୍ଜାମରୁ ୨୨, ବୌଦ୍ଧରୁ ୧୮, ଦେବଗଡରୁ ୧୫, ରାୟଗଡାରୁ ୭ ଏବଂ ଷ୍ଟେଟ ପୁଲରୁ ୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୬୮ ହଜାର ୧୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୩ ହଜାର ୯୪୨ ମଧ୍ୟରୁ ୧୪ ହଜାର ୫୦୨ ଜଣ ଚିକିତ୍ସିଧୀନ ଥିବା ବେଳେ ୧୨୭୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଓଡିଶା କୋରୋନା ଆକ୍ରାନ୍ତ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Latest News

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.