Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ପାଞ୍ଚ ଆଇଏଏସ ସ୍ତରରେ ହେଲା ଅଦଳ ବଦଳ
ଆଜିର ଖବର

କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ପାଞ୍ଚ ଆଇଏଏସ ସ୍ତରରେ ହେଲା ଅଦଳ ବଦଳ

October 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରୁ ବରିଷ୍ଠ ଅଧିକାରୀମାନେ ଆସିବା ପରେ ରାଜ୍ୟ ସରକାର ଆଇଏଏସ ସ୍ତରରେ ଆଦଳ ବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରସାସନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

1-ପରାଗ ଗୁପ୍ତା-  ଓଡ଼ିଶା ବନ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ଓଡ଼ିଶା ଆଇଏଏସ କ୍ୟାଡ଼ର ଅନୁଯାୟୀ, ଓଡ଼ିଶା ବନ ଉନ୍ନୟନ ନିଗମର ଅଧ୍ୟକ୍ଷ ପଦବୀ ଓ ଦାୟିତ୍ୱ ମୁଖ୍ୟ ଶାସନ ସଚିବ ପାହ୍ୟାର ବୋଲି ଘୋଷଣା କରାଯାଇଛି  ।

2-ସୁରେନ୍ଦ୍ର କୁମାର- ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ଓ ସିଡ଼ିଏ ଅଧ୍ୟକ୍ଷ ଥିବାବେଳେ ତାଙ୍କୁ ଓଏମସିର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।

3-ଜି ମାଥିଭାଥନନ-ଗୃହ ଓ ନଗର ଉନ୍ନୟନ ଓ ସଂସଦୀୟ ବ୍ୟାପାର ବିଭାଗର ପ୍ରମୁଖ ସଚିବ ସହିତ ତାଙ୍କୁ କଟକ ଉନ୍ନୟନ କର୍ତୃପକ୍ଷର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।

4-ମାନସି ନିମ୍ବାଲ- ଓଡିଶା ରାଜ୍ୟ କୃଷି ପରିଚାଳନା ବୋର୍ଡ ସଦସ୍ୟ ସଚିବ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ସେ ପୂର୍ବଭଳି ଟିଡ଼ିକଲର ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ କରିବେ । ଓଏସଏମ ବୋର୍ଡ ସଦସ୍ୟ ସଚିବ ପଦବୀ ଓ ଦାୟିତ୍ୱ ଯୁଗ୍ମ ସଚିବ ପାହ୍ୟାର ବୋଲି ଘୋଷଣା କରାଯାଇଛି  ।

5- ଡକ୍ଟର ୟେଦୁଲ୍ଲା ବିଜୟ-ଯୋଜନା ଓ ସଂଯୋଜନା ବିଭାଗର ଉପ ସଚିବ ଥିବାବେଳେ ତାଙ୍କୁ ଓରେଡ଼ାର ଚିଫ ଏକଜିକ୍ୟୁଟିଭ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।

ଆଇଏଏସ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଓଡ଼ିଶାରେ ୫୪ ପ୍ରତିଶତରୁ ଅଧିକ ରାଜସ୍ବ ବଜାର ଅଂଶ ସହିତ ଜିଓର ଦବଦବା ଜାରି: ଟ୍ରାଇ ରିପୋର୍ଟ

March 3, 2026

ପ୍ରଥମ କ୍ରିକେଟ୍ ଦଳ ଭାବେ ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ ହେଲା ଟିମ୍ ଇଣ୍ଡିଆ

March 3, 2026

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ, ସେପଟେ ଦିଲ୍ଲୀପ ରାୟ କଲେ ଘୋଷଣା

March 3, 2026
Latest News

ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 3, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଓଡ଼ିଶାରେ ୫୪ ପ୍ରତିଶତରୁ ଅଧିକ ରାଜସ୍ବ ବଜାର ଅଂଶ ସହିତ ଜିଓର ଦବଦବା ଜାରି: ଟ୍ରାଇ ରିପୋର୍ଟ

March 3, 2026

ପ୍ରଥମ କ୍ରିକେଟ୍ ଦଳ ଭାବେ ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ ହେଲା ଟିମ୍ ଇଣ୍ଡିଆ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.