Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»15 ହଜାର ଟଙ୍କାରେ ଶିଶୁ କନ୍ୟାକୁ ବିକିଲେ ମାତା-ପିତା
ଆଜିର ଖବର

15 ହଜାର ଟଙ୍କାରେ ଶିଶୁ କନ୍ୟାକୁ ବିକିଲେ ମାତା-ପିତା

October 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର :  ମାତ୍ର 15 ହଜାର ଟଙ୍କା ପାଇଁ ଶିଶୁ କନ୍ୟାକୁ ବିକିଛନ୍ତି ବାପା-ମା’ । ରେଢାଖୋଲ ଅଞ୍ଚଳରେ ଶିଶୁକନ୍ୟାକୁ ବିକ୍ରି ନେଇ ଅଭିଯୋଗ ଆସିଛି । ମିଳିଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲା ଚାରମାଲ ଥାନା ଅନ୍ତର୍ଗତ କେଉଟିବାହଳି ଗାଁର ଜଣେ ଦମ୍ପତି ତାଙ୍କର ମାସକର ଶିଶୁକନ୍ୟାକୁ କୁଷାପାଲି ଗାଁ’ର ଜଣେ ଦମ୍ପତିଙ୍କୁ ବିକ୍ରି କରିଦେଇଥିଲେ। ଏନେଇ ରେଢ଼ାଖୋଲ ଚାଇଲ୍ଡ ଲାଇନ ଥାନାରେ ଅଭିଯୋଗ କରିଥିଲା। ଚାଇଲ୍ଡ ଲାଇନ ଓ ଚାରମାଲ ପୋଲିସ୍‌ ଆଜି ସକାଳୁ ଶିଶୁଟିକୁ ଉଦ୍ଧାର କରିଥିଲେ। ଶିଶୁ କନ୍ୟାକୁ କିଣିଥିବା ଦମ୍ପତିଙ୍କୁ ଅଟକ ରଖି ପୋଲିସ୍‌ ପଚରାଉଚୁରା କରୁଛି ।  ଶିଶୁ କନ୍ୟାର ବୟସ ମାତ୍ର 1 ମାସ 7ଦିନ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

ଶିଶୁ କନ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026
Latest News

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.