Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1297କୁ ବୃଦ୍ଧି
ଆଜିର ଖବର

ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1297କୁ ବୃଦ୍ଧି

October 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ଭୁବନେଶ୍ୱର, କଟକ,ବାଲେଶ୍ୱର, ନୂଆପଡା ଓ ଅନୁଗୁଳରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝର, ଜଗତସିଂହପୁର, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1297କୁ ବୃଦ୍ଧି ହୋଇଛି ।

କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025

ଚେସ୍ ମହିଳା ବିଶ୍ୱକପ୍‌ର ସେମିଫାଇନାଲ୍‌ରେ ପହଞ୍ଚିଲେ ଦିବ୍ୟା ଦେଶମୁଖ, ଜିତିବା ପରେ ହେଲେ ଭାବପ୍ରବଣ

July 22, 2025

ଯୋଗୀ ସରକାରଙ୍କ ଐତିହାସିକ ନିଷ୍ପତ୍ତି: ପୂର୍ବ ପାକିସ୍ତାନର ପରିବାରକୁ ଭୂମି ଅଧିକାର, ୧୦ ହଜାର ପରିବାରରେ ଖୁସି

July 22, 2025
Latest News

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025

ଚେସ୍ ମହିଳା ବିଶ୍ୱକପ୍‌ର ସେମିଫାଇନାଲ୍‌ରେ ପହଞ୍ଚିଲେ ଦିବ୍ୟା ଦେଶମୁଖ, ଜିତିବା ପରେ ହେଲେ ଭାବପ୍ରବଣ

July 22, 2025

ଯୋଗୀ ସରକାରଙ୍କ ଐତିହାସିକ ନିଷ୍ପତ୍ତି: ପୂର୍ବ ପାକିସ୍ତାନର ପରିବାରକୁ ଭୂମି ଅଧିକାର, ୧୦ ହଜାର ପରିବାରରେ ଖୁସି

July 22, 2025

ଆଜିଠାରୁ ଆରମ୍ଭ ହେବ ଦେଶର ସବୁଠାରୁ ଶସ୍ତା ଇଲେକ୍ଟ୍ରିକ୍ MPV ର ବୁକିଂ, ଜାଣନ୍ତୁ ମୂଲ୍ୟ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.