Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ
ଆଜିର ଖବର

ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

October 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅହମଦାବାଦ : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ ଘଟିଛି। ଦୀର୍ଘ ଦିନର ଅସୁସ୍ଥତା ପରେ ଗୁରାବାର ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ତାଙ୍କୁ ଅହମ୍ମଦାବାଦର ଷ୍ଟିରଲିଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ 92 ବର୍ଷ ହୋଇଥିଲା। ଗୁଜୁରାଟ ବିଧାନସଭାକୁ ସେ ଛଅ ଥର ନିର୍ବାଚିତ ହୋଇଥିଲେ।

କେଶୁଭାଇ ପଟେଲ 1995ରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ସମ୍ଭାଳିଥିଲେ। 2001 ପର୍ଯ୍ୟନ୍ତ ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ। 2014ରେ ସେ ରାଜନୀତିରୁ ସନ୍ୟାସ ଘୋଷଣା କରିଥିଲେ । ଗତମାସରେ ସେ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଥିଲେ । ତେବେ କରୋନାରୁ ସୁସ୍ଥ ହେବା ପରେ ବି ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଥିଲା । ଗୁରୁବାର ଦିନ ସେ ନିଃଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିଲେ । ତାଙ୍କ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।  କେଶୁଭାଇ ପଟେଲଙ୍କ ମୃତ୍ୟୁ ଖବର ଜାଣିବା ପରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଶୋକପ୍ରକଟ କରିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ରମ୍ଭା ଥାନା ଅଞ୍ଚଳରୁ ପଶ୍ଚିମବଙ୍ଗ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

January 14, 2026

ODIରେ ବିଶ୍ୱର ନମ୍ବର-୧ ବ୍ୟାଟସମ୍ୟାନ୍ ହେଲେ ବିରାଟ କୋହଲି: ରୋହିତ ଶର୍ମାଙ୍କୁ କ୍ଷତି

January 14, 2026

ଥାଇଲ୍ୟାଣ୍ଡରେ ବଡ଼ ଦୁର୍ଘଟଣା! ଚଳନ୍ତା ଟ୍ରେନ୍ ଉପରେ ଖସିଲା କ୍ରେନ୍, ୧୯ ମୃତ, ୮୦ ରୁ ଅଧିକ ଆହତ

January 14, 2026

ମକର ସଂକ୍ରାନ୍ତିରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ଏକ ଶ୍ଲୋକ ଲେଖିଲେ ପ୍ରଧାନମନ୍ତ୍ରୀ

January 14, 2026
Latest News

ରମ୍ଭା ଥାନା ଅଞ୍ଚଳରୁ ପଶ୍ଚିମବଙ୍ଗ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

January 14, 2026

ODIରେ ବିଶ୍ୱର ନମ୍ବର-୧ ବ୍ୟାଟସମ୍ୟାନ୍ ହେଲେ ବିରାଟ କୋହଲି: ରୋହିତ ଶର୍ମାଙ୍କୁ କ୍ଷତି

January 14, 2026

ଥାଇଲ୍ୟାଣ୍ଡରେ ବଡ଼ ଦୁର୍ଘଟଣା! ଚଳନ୍ତା ଟ୍ରେନ୍ ଉପରେ ଖସିଲା କ୍ରେନ୍, ୧୯ ମୃତ, ୮୦ ରୁ ଅଧିକ ଆହତ

January 14, 2026

ମକର ସଂକ୍ରାନ୍ତିରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ଏକ ଶ୍ଲୋକ ଲେଖିଲେ ପ୍ରଧାନମନ୍ତ୍ରୀ

January 14, 2026

ମକର ସଂକ୍ରାନ୍ତି ଅବସରରେ ହରିଦ୍ୱାରରେ ଜମିଲା ଭିଡ଼: ବୁଡ଼ ପକାଇଲେ ଶ୍ରଦ୍ଧାଳୁ

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.