Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଙ୍ଗେର ଗୁଳିକାଣ୍ଡ: ବିଦା ହେଲେ ଜିଲ୍ଲାପାଳ, ଏସ୍‌ପି
ଆଜିର ଖବର

ମୁଙ୍ଗେର ଗୁଳିକାଣ୍ଡ: ବିଦା ହେଲେ ଜିଲ୍ଲାପାଳ, ଏସ୍‌ପି

October 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁଙ୍ଗେର: ଦୁର୍ଗାପୂଜା ଭସାଣ ବେଳେ ବିହାର ମୁଙ୍ଗେର ଗୁଳିକାଣ୍ଡ ଘଟଣାକୁ ନେଇ ପରିସ୍ଥିତି ଅଶାନ୍ତ ହୋଇପଡିଛି । ଏହି ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାକୁ ତିନି ଦିନ ବିତି ଯାଇଥିଲେ ମଧ୍ୟ ଉତ୍ତେଜନା କମି ନାହିଁ । ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନ । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ମୁଙ୍ଗେର ଜିଲ୍ଲାର ଏସପି ଲିପି ସିଂହ ଓ ଜିଲ୍ଲା ମାଜିଷ୍ଟ୍ରେଟ ରାଜେଶ ମୀନାଙ୍କୁ ପଦରୁ ହଟାଇ ଦିଆଯାଇଛି। ଏଥିସହ ପୂରା ଘଟଣାର ତଦନ୍ତ କରିବାକୁ ମଗଧ ଡିଭିଜନାଲ କମିଶନର ଅସଙ୍ଗବା ଚୁବା ଆଓ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ କାର୍ଯ୍ୟକୁ ସାତ ଦିନ ମଧ୍ୟରେ ସାରି ରିପୋର୍ଟ ଦେବାକୁ କୁହାଯାଇଛି। ଡିଏମ ଓ ଏସପି ଏବେ ମୁଙ୍ଗେର ଜିଲ୍ଲାରେ ନଥିବାରୁ ତୁରନ୍ତ ଏହି ପଦକୁ ପୂରଣ କରିବାକୁ ମଧ୍ୟ ନିର୍ଦ୍ଦେଶ ମିଳିଛି। ଏହି ଗୁଳିକାଣ୍ଡକୁ ନେଇ ଶାସନ ଏନ୍‌ଡିଏକୁ ଟାର୍ଗେଟ୍‌ କରିଥିଲେ ବିରୋଧୀ ।

ଅପରପକ୍ଷରେ ଗୁଳିକାଣ୍ଡ ଓ ପୁଲିସ୍‌ର ମାଡ଼କୁ ବିରୋଧ କରି ଜିଲ୍ଲାର ବିଭିନ୍ନ ସ୍ଥାନରେ ଭଙ୍ଗାରୁଜା ଓ ପୋଡ଼ାଜଳା ହୋଇଛି। ଶତାଧିକ ଲୋକ ସବ ଡିଭିଜନାଲ ଅଫିସ ଓ ଏସପି ଅଫିସରେ ପଶି ଭଙ୍ଗାରୁଜା କରିଛନ୍ତି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟାଙ୍କ ମିଶ୍ରଣ ପରେ ବି ବୈଧ ପୁରୁଣା ଚେକ୍: କର୍ଣ୍ଣାଟକ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

September 30, 2026

WhatsApp Business Rules Change: ଅକ୍ଟୋବର ୧ ରୁ ବଦଳିବ ୱାଟ୍ସଆପ୍ ନିୟମ, ଜାଣନ୍ତୁ କଣ

September 30, 2026

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ବିବାଦ: ଆଜି ୧୨ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

September 30, 2026

ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ

September 30, 2026
Latest News

ବ୍ୟାଙ୍କ ମିଶ୍ରଣ ପରେ ବି ବୈଧ ପୁରୁଣା ଚେକ୍: କର୍ଣ୍ଣାଟକ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

September 30, 2026

WhatsApp Business Rules Change: ଅକ୍ଟୋବର ୧ ରୁ ବଦଳିବ ୱାଟ୍ସଆପ୍ ନିୟମ, ଜାଣନ୍ତୁ କଣ

September 30, 2026

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ବିବାଦ: ଆଜି ୧୨ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

September 30, 2026

ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ

September 30, 2026

ବଦଳୁଥିବା ପାଗରେ କାଶ-ଥଣ୍ଡାରୁ ମୁକ୍ତି: ଆପଣାନ୍ତୁ ଏହି ୬ଟି ସହଜ ଓ ପ୍ରଭାବଶାଳୀ ଘରୋଇ ଉପଚାର

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.