Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 93 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 254
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 93 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 254

October 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 93 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 88 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 21 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 72 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 29th Oct(till 9am) pic.twitter.com/IJRO2XOEGm

— BMC (@bmcbbsr) October 29, 2020

ସେହିପରି ଆଜି 254 ଜଣ ସୁସ୍ଥ ହୋଇଛନ୍ତି । ନୂତନ 93 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 28 ହଜାର 985ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 27 ହଜାର 80ଜଣ ସୁସ୍ଥ ହୋଇଥିବାବେଳେ 162ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 1 ହଜାର 722ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ ଶିଘ୍ର ଶ୍ରୀମୟୀ ମିଶ୍ର ଏହି ଦଳରେ ଦେବେ ଯୋଗ !! ମିଳୁଛି ବଡ ଅଫର

October 7, 2025

କେନ୍ଦ୍ରମନ୍ତ୍ରୀ ଡ. ମନସୁଖ ମାଣ୍ଡଭୀୟଙ୍କ ଦ୍ୱାରା ‘ସର୍ଦ୍ଦାର@୧୫୦ ୟୁନିଟି ମାର୍ଚ୍ଚ’ ଆରମ୍ଭ

October 7, 2025

ଭାରତ ଗବେଷଣା ପରିଦର୍ଶନ-୨୦୨୫ ର ଶୁଭାରମ୍ଭ କଲେ ସାବିତ୍ରୀ ଠାକୁର

October 7, 2025

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର, ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2025
Latest News

ଖୁବ ଶିଘ୍ର ଶ୍ରୀମୟୀ ମିଶ୍ର ଏହି ଦଳରେ ଦେବେ ଯୋଗ !! ମିଳୁଛି ବଡ ଅଫର

October 7, 2025

କେନ୍ଦ୍ରମନ୍ତ୍ରୀ ଡ. ମନସୁଖ ମାଣ୍ଡଭୀୟଙ୍କ ଦ୍ୱାରା ‘ସର୍ଦ୍ଦାର@୧୫୦ ୟୁନିଟି ମାର୍ଚ୍ଚ’ ଆରମ୍ଭ

October 7, 2025

ଭାରତ ଗବେଷଣା ପରିଦର୍ଶନ-୨୦୨୫ ର ଶୁଭାରମ୍ଭ କଲେ ସାବିତ୍ରୀ ଠାକୁର

October 7, 2025

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର, ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2025

କୋର୍ଟ ଚାଲିଥିବା ବେଳେ ଭାରତର ମୁଖ୍ୟ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଲେ ଓକିଲ

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.