Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ୧ ହଜାର ୯୦୮ ଜଣ କୋରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧ ହଜାର ୯୦୮ ଜଣ କୋରୋନା ଆକ୍ରାନ୍ତ

October 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୯୦୮ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୨୨୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୭୦, ଅନୁଗୁଳରୁ ୧୨୬, କେନ୍ଦ୍ରାପଡାରୁ ୧୦୨, କଟକରୁ ୧୦୦, ବଲାଙ୍ଗୀରିରୁ ୯୬, ବାଲେଶ୍ବରରୁ ୮୯, ମୟୂରଭଞ୍ଜରୁ ୮୦, କଳାହାଣ୍ଡିରୁ ୭୬, ଜଗତସିଂହପୁରରୁ ୭୩, ନୂଆପଡ଼ାରୁ ୬୮, ଝାରସୁଗୁଡାରୁ ୫୫, ଢେଙ୍କାନାଳରୁ ୪୯, ଯାଜପୁରରୁ ୪୮, ପୁରୀରୁ ୪୭, ନବରଙ୍ଗପୁରରୁ ୪୫, ସମ୍ବଲପୁରରୁ ୪୫, କନ୍ଧମାଳରୁ ୪୨, କେନ୍ଦୁଝରରୁ ୪୨, ବରଗଡରୁ ୩୭, ସୋନପୁରରୁ ୩୭, ମାଲକାନଗିରିରୁ ୩୫, ରାୟଗଡରୁ ୩୪, କୋରାପୁଟରୁ ୩୩, ବୌଦ୍ଧରୁ ୩୨, ନୟାଗଡରୁ ୩୦, ଭଦ୍ରକରୁ ୨୫, ଗଞ୍ଜାମରୁ ୨୦, ଗଜପତିରୁ ୫, ଦେବଗଡରୁ ୪ ଏବଂ ଷ୍ଟେଟ ପୁଲରୁ ୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୨ ହଜାର ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୭ ହଜାର ୯୯ ମଧ୍ୟରୁ ୧୩ ହଜାର ୭୧୧ ଜଣ ଚିକିତ୍ସିଧୀନ ଥିବା ବେଳେ ୧୨୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

corona update covid patient Odisha recovered
Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.