Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ : ମହିଳା ସମେତ ତିନିଜଣଙ୍କୁ ନିସ୍ତୁକ ମାଡ
ଆଜିର ଖବର

ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ : ମହିଳା ସମେତ ତିନିଜଣଙ୍କୁ ନିସ୍ତୁକ ମାଡ

October 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା: ଆପତ୍ତିଜନକ ସାମଗ୍ରୀ ଚାଲାଣ ବେଳେ ରାଉରକେଲାରେ ଉତ୍ତେଜନା ପ୍ରକାଶ ପାଇଛି।ଟାଙ୍ଗରପାଲି ଥାନା ଅନ୍ତର୍ଗତ ହେକେଟ ରୋଡରେ ଆଜି ଭୋର ସମୟରେ ଏକ ସ୍କର୍ପିଓର ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଲିଭାଇଥିଲେ। ତେବେ ଗାଡିଟି ସମ୍ପୂର୍ଣ୍ଣ ଭାବେ ଜଳି ଯାଇଛି। ସ୍କର୍ପିଓରେ ଚାଲାଣ କରୁଥିବା ଜଣେ ମହିଳା ସମେତ ତିନିଜଣଙ୍କୁ ନିସ୍ତୁକ ମାଡ ମଧ୍ୟ ମାରିଥିବାର ଅଭିଯୋଗ ହୋଇଛି ।

ମିଳିଥିବା ସୂଚନା ଅନୁସାରେ ଟାଙ୍ଗରପାଲି ଥାନା ହେକେଡ୍‌ ରୋଡ୍‌ରେ ସ୍କର୍ପିଓଙ୍କୁ କିଛି ଦୁର୍ବୃତ୍ତ ଜାଳି ଦେଇଛନ୍ତି । ଉକ୍ତ ଗାଡ଼ିରେ ଜଣେ ମହିଳାଙ୍କ ସମେତ ତିନି ଜଣ ଥିଲେ। ଗାଡ଼ିରେ ଆପତ୍ତିଜନକ ସାମଗ୍ରୀ ଥିବା ଜାଣିବା ପରେ 10ରୁ 12 ଜଣ ଯୁବକ ବାଇକ୍‌ରେ ଆସି ବିଭିନ୍ନ ସ୍ଲୋଗାନ ଦେଇ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ। ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026
Latest News

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.